ଚିର ନିଦ୍ରାରେ ଓଡିଆ ସାହିତ୍ୟ ଜଗତର ପାଟଦେଈ ବୀଣାପାଣି ମହାନ୍ତି

ଚିର ନିଦ୍ରାରେ ଓଡିଆ ସାହିତ୍ୟ ଜଗତର ପାଟଦେଈ ବୀଣାପାଣି ମହାନ୍ତି

ବିଶିଷ୍ଟ ସାହିତ୍ୟିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। ପଦ୍ମଶ୍ରୀ ସହ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନରେ ସେ ସମ୍ମାନିିତ ହୋଇଥିଲେ। ସାହିତ୍ୟ ଏକାଡେମୀ ଓ ଶାରଳା ସମ୍ମାନରେ ସେ ସମ୍ମାନିତ ହୋଇଥିଲେ।

ବିଶିଷ୍ଟ ସାହିତ୍ୟିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। ପଦ୍ମଶ୍ରୀ ସହ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନରେ ସେ ସମ୍ମାନିିତ ହୋଇଥିଲେ। ସାହିତ୍ୟ ଏକାଡେମୀ ଓ ଶାରଳା ସମ୍ମାନରେ ସେ ସମ୍ମାନିତ ହୋଇଥିଲେ। ପାଟଦେଈ, କସ୍ତୁରୀ ମୃଗ ଓ ସବୁଜ ଅରଣ୍ୟ ପୁସ୍ତକ ପାଇଁ ସୁଖ୍ୟାତି ସେ ପାଇଥିଲେ। ପଦ୍ମଶୀ ବୀଣାପାଣି ମହାନ୍ତିଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ଓଡ଼ିଆ ସାହିତ୍ୟକୁ ସେ ବହୁ ଭାବରେ ସମୃଦ୍ଧ କରିଛନ୍ତି ଏବଂ ତାଙ୍କର ସୃଷ୍ଟି ମାଧ୍ୟମରେ ସେ ଚିର ସ୍ମରଣୀୟ ରହିବେ ବୋଲି ରାଜ୍ୟପାଳ ଟୁଇଟ୍ କରିଛନ୍ତି।

ବିଶିଷ୍ଟ ଲେଖିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ପରଲୋକରେ ମାନ୍ୟବର ରାଜ୍ୟପାଳ ଗଭୀର ଶୋକ ପ୍ରକାଶ କରିଛନ୍ତି l ଓଡ଼ିଆ ସାହିତ୍ୟକୁ ସେ ବହୁ ଭାବରେ ସମୃଦ୍ଧ କରିଛନ୍ତି ଏବଂ ତାଙ୍କର ସୃଷ୍ଟି ମାଧ୍ୟମରେ ସେ ଚିର ସ୍ମରଣୀୟ ରହିବେ ବୋଲି କହିବା ସହ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି l 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.