ଆର୍ମି ଡେ ରେ ଭାରତୀୟ ସେନାକୁ ମିଳିବ ନୂଆ ୟୁନିଫର୍ମ

ଆର୍ମି ଡେ ରେ ଭାରତୀୟ ସେନାକୁ ମିଳିବ ନୂଆ ୟୁନିଫର୍ମ

ବଦଳିବ ଭାରତୀୟ ସେନା ୟୁନିଫର୍ମ । ସୌର୍ଯ୍ୟ ଓ ସାହସିକତା ପ୍ରଦର୍ଶନ କରିବା ଭଳି ଡିଜାଇନ୍ । ଅଦମ୍ୟ ସାହସର ପ୍ରତୀକ ହେବ ନୂଆ ୟୁନିଫର୍ମ ।

ବଦଳିବ ଭାରତୀୟ ସେନା ୟୁନିଫର୍ମ । ସୌର୍ଯ୍ୟ ଓ ସାହସିକତା ପ୍ରଦର୍ଶନ କରିବା ଭଳି ଡିଜାଇନ୍ । ଅଦମ୍ୟ ସାହସର ପ୍ରତୀକ ହେବ ନୂଆ ୟୁନିଫର୍ମ । ଭାରତୀୟ ବୀର ଯବାନଙ୍କ ଅଦମ୍ୟ ବୀରତ୍ୱକୁ ପ୍ରଦର୍ଶନ କରିବା ଭଳି ପ୍ରସ୍ତୁତ ହେଉଛି ନୂଆ ଡିଜାଇନ୍‌ର ୟୁନିଫର୍ମ । ଆସନ୍ତା ଆର୍ମି ଡେ’ ଅର୍ଥାତ ଚଳିତ ମାସ ୧୫ ତାରିଖରେ ଏହି ନୂଆ ଡିଜିଟାଲ କମ୍ବାଟ୍ ୟୁନିଫର୍ମ ପିନ୍ଧିବେ ଭାରତୀୟ ସେନାର ଯବାନ ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.