ଫେବୃଆରୀରେ ଓଡିଶା ଆସିବେ ଖଡ଼ଗେ ଓ ପ୍ରିୟଙ୍କା

ଫେବୃଆରୀରେ ଓଡିଶା ଆସିବେ ଖଡ଼ଗେ ଓ ପ୍ରିୟଙ୍କା

ଆଗକୁ ସାଧାରଣ ନିର୍ବାଚନ ଆସୁଛି । ପ୍ରମୁଖ ରାଜନୈତିକ ଦଳ ଗୁଡ଼ିକ ନିଜ ନିଜର ରଣନୀତି ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଭୋଟରଙ୍କ ନିକଟତର ହେବାକୁ ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି । ତେବେ ରାଜ୍ୟରେ କଂଗ୍ରେସକୁ ଅଧିକ କ୍ରିୟାଶୀଳ କରିବା ପାଇଁ ପ୍ରଦେଶ କଂଗ୍ରେସ ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଛି ।

ଆଗକୁ ସାଧାରଣ ନିର୍ବାଚନ ଆସୁଛି । ପ୍ରମୁଖ ରାଜନୈତିକ ଦଳ ଗୁଡ଼ିକ ନିଜ ନିଜର ରଣନୀତି ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଭୋଟରଙ୍କ ନିକଟତର ହେବାକୁ ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି । ତେବେ ରାଜ୍ୟରେ କଂଗ୍ରେସକୁ ଅଧିକ କ୍ରିୟାଶୀଳ କରିବା ପାଇଁ ପ୍ରଦେଶ କଂଗ୍ରେସ ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଛି । ଆସନ୍ତା ଫେବୃଆରୀରେ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଓ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀଙ୍କୁ ଆଣି ବିଶାଳ ସମାବେଶ ପାଇଁ ଯୋଜନା ଥିବା ସୂଚନା ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ ।ପ୍ରଦେଶ କଂଗ୍ରେସ ପକ୍ଷରୁ ଭାରତ ଯୋଡୋ ପରିବର୍ତ୍ତନ ଯାତ୍ରା ଓଡ଼ିଶାରେ ଶେଷ ପର୍ଯ୍ୟାୟରେ ଜାରି ରହିଛି । ଏହାପରେ ହାଥ୍‌ ସେ ହାଥ୍‌ ଯୋଡ଼ୋ କାର୍ଯ୍ୟକ୍ରମ କରି ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ପ୍ରୟାସ ଆରମ୍ଭ କରିଛି ଦଳ । ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଏବଂ ପ୍ରିୟଙ୍କା ଗାନ୍ଧୀଙ୍କୁ ଆଣି ବିଶାଳ ଜନସମାବେଶ କରିବାକୁ ପ୍ରସ୍ତୁତି ଚାଲିଛି ବୋଲି ଗତକାଲି (ଶୁକ୍ରବାର) ସୂଚନା ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ । 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.