ନବୀନ ନିବାସରୁ ଚାଲି ଚାଲି ଯାଇ ଭୋଟ୍‌ ଦେଲେ ମୁଖ୍ୟମନ୍ତ୍ରୀ

ନବୀନ ନିବାସରୁ ଚାଲି ଚାଲି ଯାଇ ଭୋଟ୍‌ ଦେଲେ ମୁଖ୍ୟମନ୍ତ୍ରୀ

ଗଣତନ୍ତ୍ର ମହାନପର୍ବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୌର ନିର୍ବାଚନରେ ଭୋଟ୍‌ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ର ୫୩ ନମ୍ବର ୱାର୍ଡରେ ଆଜି ମୁଖ୍ୟମନ୍ତ୍ରୀ ଭୋଟ୍ ଦେଇଛନ୍ତି।ଠିକ୍ ସେହିପରି ଫାଇଭ ଟି ସଚିବ ଭି. କାର୍ତିକେୟନ ପାଣ୍ଡିଆନ ଏବଂ ପତ୍ନୀ ତଥା ଆଇଏଏସ ସୁଜାତା କାର୍ତିକେୟନ ମଧ୍ୟ ଭୋଟ ଦାନ କରିଛନ୍ତି।

ଗଣତନ୍ତ୍ର ମହାନପର୍ବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୌର ନିର୍ବାଚନରେ ଭୋଟ୍‌ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ର ୫୩ ନମ୍ବର ୱାର୍ଡରେ ଆଜି ମୁଖ୍ୟମନ୍ତ୍ରୀ ଭୋଟ୍ ଦେଇଛନ୍ତି।ଠିକ୍ ସେହିପରି ଫାଇଭ ଟି ସଚିବ ଭି. କାର୍ତିକେୟନ ପାଣ୍ଡିଆନ ଏବଂ ପତ୍ନୀ ତଥା ଆଇଏଏସ ସୁଜାତା କାର୍ତିକେୟନ ମଧ୍ୟ ଭୋଟ ଦାନ କରିଛନ୍ତି। ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ନିଜ ଧର୍ମପତ୍ନୀଙ୍କ ସହ  ରାଜଧାନୀର ୬୦ ନମ୍ବର ୱାର୍ଡର ୬୨୦ନମ୍ବର ବୁଥରେ ମତଦାନ କରିଛନ୍ତି। ଏଣେ ଭୁବନେଶ୍ବରର ବିଜେଡି ମେୟର୍ ପ୍ରାର୍ଥୀ ସୁଲୋଚନା ଦାସ ଓ ବିଜେପିର ମେୟର୍ ପ୍ରାର୍ଥୀ ସୁନୀତି ମୁଣ୍ଡ ବି ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.