ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ ପାଇଁ ଆସନ୍ତା ୧୦ରୁ ଆରମ୍ଭ ହେବ ଅନଲାଇନରେ ଆବେଦନ ପ୍ରକ୍ରିୟା

ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ ପାଇଁ ଆସନ୍ତା ୧୦ରୁ ଆରମ୍ଭ ହେବ ଅନଲାଇନରେ ଆବେଦନ ପ୍ରକ୍ରିୟା

ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ ବା ଓଟିଇଟି ଦ୍ୱିତୀୟ ପରୀକ୍ଷା ପାଇଁ ଆବେଦନ ଆହ୍ଵାନ । ୧୦ ତାରିଖରୁ ଆରମ୍ଭ ହେବ ଅନଲାଇନରେ ଆବେଦନ ପ୍ରକ୍ରିୟା । ଇଚ୍ଛୁକ ଛାତ୍ରଛାତ୍ରୀ www.bseodisha.ac.in େଓ୍ଵବସାଇଟରେ ଆବେଦନ କରିବେ।

ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ ବା ଓଟିଇଟି ଦ୍ୱିତୀୟ ପରୀକ୍ଷା ପାଇଁ ଆବେଦନ ଆହ୍ଵାନ । ୧୦ ତାରିଖରୁ ଆରମ୍ଭ ହେବ ଅନଲାଇନରେ ଆବେଦନ ପ୍ରକ୍ରିୟା । ଇଚ୍ଛୁକ ଛାତ୍ରଛାତ୍ରୀ www.bseodisha.ac.in େଓ୍ଵବସାଇଟରେ ଆବେଦନ କରିବେ।୧୦ ତାରିଖ ସକାଳ ୧୦ଟାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ୧୯ ତାରିଖ ରହିଛି ଶେଷ ତାରିଖ । ମାଧ୍ୟମିକ ଶିକ୍ଷା ପରିଷଦ ଏହି ପରୀକ୍ଷା ପରିଚାଳନା କରୁଛି । ରାଜ୍ୟରେ ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ OTET ପାସ୍‌ କରିବା ବାଧ୍ୟତାମୂଳକ କରିଛନ୍ତି ସରକାର ।


 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.