ହସ୍ପିଟାଲରେ ଭର୍ତ୍ତି ହେଲେ ଓଲିଉଡର ଜଣାଶୁଣା ଅଭିନେତା ପିଣ୍ଟୁ ନନ୍ଦ

ହସ୍ପିଟାଲରେ ଭର୍ତ୍ତି ହେଲେ ଓଲିଉଡର ଜଣାଶୁଣା ଅଭିନେତା ପିଣ୍ଟୁ ନନ୍ଦ

ଓଲିଉଡର ଜଣାଶୁଣା ଅଭିନେତା ପିଣ୍ଟୁ ନନ୍ଦ ଅସୁସ୍ଥ ଥିବା ଜଣାଯାଇଛି। ସେ ଲିଭର ସିରିଓସିସ ରୋଗରେ ପୀଡ଼ିତ ଥିବାର ସୂଚନା ମିଳିଛି। ସେ କିଛି ଦିନ ତଳେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ।

ଓଲିଉଡର ଜଣାଶୁଣା ଅଭିନେତା ପିଣ୍ଟୁ ନନ୍ଦ ଅସୁସ୍ଥ ଥିବା ଜଣାଯାଇଛି। ସେ ଲିଭର ସିରିଓସିସ ରୋଗରେ ପୀଡ଼ିତ ଥିବାର ସୂଚନା ମିଳିଛି। ସେ କିଛି ଦିନ ତଳେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତାଙ୍କର ଚିକିତ୍ସା କରୁଥିବା  ଡାକ୍ତର ପିଣ୍ଟୁ ନନ୍ଦଙ୍କୁ  ଦିଲ୍ଲୀ ନେଇ ଅତ୍ୟାଧୁନିକ ପ୍ରଣାଳୀରେ ଟ୍ରିଟମେଣ୍ଟ କରିବାକୁ ପରାମର୍ଶ ଦେଇଥିବା କୁହାଯାଉଛି।ଓଲିଉଡର ଲୋକପ୍ରିୟ ଅଭିନେତା  ପିଣ୍ଟୁ ନନ୍ଦ ବହୁ ବର୍ଷ ହେବ ଓଡିଆ ସିନେମା ଜଗତରେ ସକ୍ରିୟ ଅଛନ୍ତି। 

 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.