ଆରମ୍ଭ ହେଲାଣି ବାଲିଯାତ୍ରା ପ୍ରସ୍ତୁତି, ଝଲସିବ କଟକ

ଆରମ୍ଭ ହେଲାଣି ବାଲିଯାତ୍ରା ପ୍ରସ୍ତୁତି, ଝଲସିବ କଟକ

ଐତିହାସିକ କଟକ ବାଲିଯାତ୍ରା ପାଇଁ ଆରମ୍ଭ ହେଇଗଲାଣି ପ୍ରସ୍ତୁତି । ଝଲସିବ କଟକ। ଚଳିତବର୍ଷ ନଭେମ୍ବର ୨୭ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାନେଇ ସୂଚନା ଦେଇଛି ପ୍ରଶାସନ। ଏଥିପାଇଁ ଏକ ପ୍ରସ୍ତୁତି ବୈଠକ କରାଯାଇଥିଲା ।

ଐତିହାସିକ କଟକ ବାଲିଯାତ୍ରା ପାଇଁ ଆରମ୍ଭ ହେଇଗଲାଣି ପ୍ରସ୍ତୁତି । ଝଲସିବ କଟକ। ଚଳିତବର୍ଷ ନଭେମ୍ବର ୨୭ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାନେଇ ସୂଚନା ଦେଇଛି ପ୍ରଶାସନ। ଏଥିପାଇଁ ଏକ ପ୍ରସ୍ତୁତି ବୈଠକ କରାଯାଇଥିଲା । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଭିସି ଜରିଆରେ ବୈଠକ ଅନୁଷ୍ଠିତ ହୋଇଛି । ଚଳିତବର୍ଷ ବିଭାଗ ପକ୍ଷରୁ ପ୍ରାୟ ୫୦ ଲକ୍ଷ ଟଙ୍କା ବ୍ୟୟ କରାଯିବ । ସେହିଭଳି ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ସ୍ୱତନ୍ତ୍ର ପଦକ୍ଷେପ ପୂର୍ବକ ଆଧୁନିକ ସାଜସଜ୍ଜା ସହ ଉଚ୍ଚକୋଟୀର ଦଳମାନେ କାର୍ଯ୍ୟକ୍ରମ ପରିବେଷଣ କରିବେ । ଏଥିପାଇଁ ସଂସ୍କୃତି ବିଭାଗ ୫୦ ଲକ୍ଷ ଟଙ୍କା ଖର୍ଚ୍ଚ କରିବ ବୋଲି ଜଣାପଡିଛି । 

 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.