ପୁରୀ ସ୍ୱର୍ଗଦ୍ୱାରରେ ବାହାର ଜିଲ୍ଲାର ଶବ ସତ୍କାର ନେଇ ହଟିଲା କଟକଣା

ପୁରୀ ସ୍ୱର୍ଗଦ୍ୱାରରେ ବାହାର ଜିଲ୍ଲାର ଶବ ସତ୍କାର ନେଇ ହଟିଲା କଟକଣା

ପୁରୀ ସ୍ୱର୍ଗଦ୍ୱାରରୁ ହଟିଲା କଟକଣା। ବାହାର ଜିଲ୍ଲାର ଶବ ସତ୍କାର ନେଇ ଜାରି ରହିଥିବା କଟକଣାକୁ ଜିଲ୍ଲା ପ୍ରଶାସନ ହଟାଇ ଦେଇଛି।

ପୁରୀ ସ୍ୱର୍ଗଦ୍ୱାରରୁ ହଟିଲା କଟକଣା। ବାହାର ଜିଲ୍ଲାର ଶବ ସତ୍କାର ନେଇ ଜାରି ରହିଥିବା କଟକଣାକୁ ଜିଲ୍ଲା ପ୍ରଶାସନ ହଟାଇ ଦେଇଛି। ବାହାର ଜିଲ୍ଲାର ଅଣକୋଭିଡରେ ମୃତ ବ୍ୟକ୍ତିଙ୍କ ଏବଂ ବାହାର ରାଜ୍ୟର ମୃତକଙ୍କ ସତ୍କାର ନେଇ ପୂର୍ବରୁ ଜାରି ହୋଇଥିବା କଟକଣାକୁ ପୁରୀ ଜିଲ୍ଲା ପ୍ରଶାସନ ହଟାଇ ଦେଇଛି। ପୁରୀ ଜିଲ୍ଲାରେ କୋଭିଡ ସଂକ୍ରମିତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ପାଇବା ପରେ ଏହି ନିୟମକୁ କୋହଳ କରାଯାଇଛି। ତେବେ କୋଭିଡ ନିୟମାବଳୀ ଅନୁପାଳନ ପୂର୍ବକ ସର୍ବାଧିକ ୧୦ ଜଣଙ୍କ ଉପସ୍ଥିତିରେ ଶବ ସତ୍କାର କରିପାରିବେ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.