ପଶ୍ଚିମା ଝଡ଼ ପ୍ରଭାବରେ ଉପକୂଳ ସମେତ ପାର୍ଶ୍ୱବର୍ତୀ ଅଂଚଳରେ ଆକାଶ ଆଂଶିକ ମେଘାଛନ୍ନ ରହିଛି । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୫ଟି ଜିଲ୍ଲା ପାଇଁ ୟେଲୋୱାର୍ନିଙ୍ଗ ଜାରି କରଯାଇଛି। ଏହି ୫ଟି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୁରଭଂଜ ଓ ବାଲେଶ୍ୱର ।