ଆଜି ଅପରାହ୍‌ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ଆଜି ଅପରାହ୍‌ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ମହାପ୍ରଭୁଙ୍କ ପଇତାଲାଗି ନୀତି ପାଇଁ ସୋମବାର ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ।

ମହାପ୍ରଭୁଙ୍କ ପଇତାଲାଗି ନୀତି ପାଇଁ ସୋମବାର ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଆସନ୍ତାକାଲି ଦଶମୀ ତିଥି ଅବସରରେ ଶ୍ରୀଜିଉଙ୍କ ପଇତା ଲାଗି ନୀତି ଥିବାରୁ ଆପାତତଃ ଅପରାହ୍‌ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ନୀତି ନିର୍ଧାରିତ ସମୟରେ ଦଇତାପତି ସେବକମାନଙ୍କ ଦ୍ବାରା ସମ୍ପାଦିତ ହେବ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.