ପ୍ରବଳ ବର୍ଷା ଯୋଗୁଁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ

ପ୍ରବଳ ବର୍ଷା ଯୋଗୁଁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ

ପର୍ଯ୍ୟଟକଙ୍କ ପାଇଁ ଶୁକ୍ରବାର ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ । ପ୍ରବଳ ବର୍ଷା ହେଉଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ନିମନ୍ତେ ଶିମିଳିପାଳ ବନ୍ଦ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି ।

ପର୍ଯ୍ୟଟକଙ୍କ ପାଇଁ ଶୁକ୍ରବାର ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ । ପ୍ରବଳ ବର୍ଷା ହେଉଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ନିମନ୍ତେ ଶିମିଳିପାଳ ବନ୍ଦ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି । କେବଳ ରାତ୍ରୀ ରହଣୀ ପାଇଁ ପୂର୍ବରୁ ବୁକିଂ କରିଥିବା ପର୍ଯ୍ୟଟକଙ୍କ ପ୍ରବେଶ ପାଇଁ ଅନୁମତି ରହିଛି । ଏ ନେଇ ଶିମିଳିପାଳ ଉତ୍ତର ବନ୍ୟପ୍ରାଣୀ ବନଖଣ୍ଡର ଉପ ନିର୍ଦ୍ଦେଶକ ସାଇକିରନ ଡି.ଏନ୍ ସୂଚନା ଦେଇଛନ୍ତି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.