ଆସନ୍ତା କାର୍ତ୍ତିକ ମାସରେ ପଡୁଛି ଉଭୟ ଚନ୍ଦ୍ରଗ୍ରହଣ ଓ ସୂର୍ଯ୍ୟପରାଗ

ଆସନ୍ତା କାର୍ତ୍ତିକ ମାସରେ ପଡୁଛି ଉଭୟ ଚନ୍ଦ୍ରଗ୍ରହଣ ଓ ସୂର୍ଯ୍ୟପରାଗ

ଆସନ୍ତା କାର୍ତ୍ତିକ ମାସରେ ଉଭୟ ଚନ୍ଦ୍ରଗ୍ରହଣ ଓ ସୂର୍ଯ୍ୟପରାଗ ପଡ଼ୁଛି। ଏହି ସମୟରେ ପାକତ୍ୟାଗ ଓ ହାଣ୍ଡିଛାଡ଼ ରହୁଛି। ଅକ୍ଟୋବର ୨୫ ତାରିଖରେ କେତୁଗ୍ରସ୍ତ ଖଣ୍ଡ ଗ୍ରାସ ସୂର୍ଯ୍ୟପରାଗ ପଡ଼ୁଛି।

ଆସନ୍ତା କାର୍ତ୍ତିକ ମାସରେ ଉଭୟ ଚନ୍ଦ୍ରଗ୍ରହଣ ଓ ସୂର୍ଯ୍ୟପରାଗ ପଡ଼ୁଛି। ଏହି ସମୟରେ ପାକତ୍ୟାଗ ଓ ହାଣ୍ଡିଛାଡ଼ ରହୁଛି। ଅକ୍ଟୋବର ୨୫ ତାରିଖରେ କେତୁଗ୍ରସ୍ତ ଖଣ୍ଡ ଗ୍ରାସ ସୂର୍ଯ୍ୟପରାଗ ପଡ଼ୁଛି। ଏହିଦିନ ଅପରାହ୍ଣ ୪ଟା ୫୬ ମିନିଟ୍‌ ୫୨ ସେକେଣ୍ଡରେ ଗ୍ରହଣ ସ୍ପର୍ଶ କରିବ। ଏଣୁ ଏହିଦିନ ଭୋର ୪ଟା ୫୭ରୁ ଅନ୍ନଭୋଜନ, ପାକତ୍ୟାଗ ଓ ଦେବନୀତି ନିଷେ‌ଧ କରାଯାଇଛି।ନଭେମ୍ବର ୮ ତାରିଖରେ ଅପରାହ୍ଣ ୨ଟା ୩୮ ମିନିଟ୍‌ ୧୪ ସେକେଣ୍ଡରେ ଗ୍ରହଣ ସ୍ପର୍ଶ କରୁଛି। ଏଣୁ ଏହିଦିନ ସକାଳ ୮ଟା ୨୯ରୁ ଅନ୍ନଭୋଜନ, ପାକ କର୍ମ ଓ ଦେବନୀତି ନିଷେଧ କରାଯାଇଛି। ଏହି ଗ୍ରହଣ ସର୍ବମୋକ୍ଷ ସଂଧ୍ୟା ୬ଟା ୧୮ ମିନିଟ୍‌ ୪୭ ସେକେଣ୍ଡରେ ହେବ। 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.