ମାଟ୍ରିକ୍‌ ଡ୍ରପଆଉଟ୍‌ ପିଲାଙ୍କ ପାଇଁ ସପ୍ଲିମେଣ୍ଟାରୀ ପରୀକ୍ଷା

ମାଟ୍ରିକ୍‌ ଡ୍ରପଆଉଟ୍‌ ପିଲାଙ୍କ ପାଇଁ ସପ୍ଲିମେଣ୍ଟାରୀ ପରୀକ୍ଷା

ମାଟ୍ରିକ୍‌ ଡ୍ରପଆଉଟ୍‌ ପିଲାଙ୍କ ପାଇଁ ସପ୍ଲିମେଣ୍ଟାରୀ ପରୀକ୍ଷା ବ୍ୟବସ୍ଥା କରୁଛି ଗଣଶିକ୍ଷା ବିଭାଗ।ଏ ନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ। ୨୦୨୧-୨୨ ମସିହାରେ ମାଟ୍ରିକ୍‌ ପରୀକ୍ଷା ପାଇଁ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଫର୍ମ ପୂରଣ କରିଥିଲେ।

ମାଟ୍ରିକ୍‌ ଡ୍ରପଆଉଟ୍‌ ପିଲାଙ୍କ ପାଇଁ ସପ୍ଲିମେଣ୍ଟାରୀ ପରୀକ୍ଷା ବ୍ୟବସ୍ଥା କରୁଛି ଗଣଶିକ୍ଷା ବିଭାଗ।ଏ ନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ। ୨୦୨୧-୨୨ ମସିହାରେ ମାଟ୍ରିକ୍‌ ପରୀକ୍ଷା ପାଇଁ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଫର୍ମ ପୂରଣ କରିଥିଲେ। ସେଥିରୁ ୪୫ ହଜାର ୯୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇନଥିଲେ। ଚଳିତବର୍ଷ ଅର୍ଥାତ ୨୦୨୨-୨୦୨୩ ମସିହାରେ ୫ ଲକ୍ଷ ୩୨ ହଜାର ୬୦୩ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିଲେ। ସେଥିରୁ ୧୩ ହଜାର ୫୮ ଜଣ ପିଲା ପରୀକ୍ଷା ଦେଇନାହାନ୍ତି ବୋ୨୦୨୧-୨୨ ମସିହାରେ ମାଟ୍ରିକ୍‌ ପରୀକ୍ଷା ପାଇଁ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଫର୍ମ ପୂରଣ କରିଥିଲେ। ସେଥିରୁ ୪୫ ହଜାର ୯୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇନଥିଲେ। ଚଳିତବର୍ଷ ଅର୍ଥାତ ୨୦୨୨-୨୦୨୩ ମସିହାରେ ୫ ଲକ୍ଷ ୩୨ ହଜାର ୬୦୩ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିଲେ। ସେଥିରୁ ୧୩ ହଜାର ୫୮ ଜଣ ପିଲା ପରୀକ୍ଷା ଦେଇନାହାନ୍ତି। ଡ୍ରପ ଆଉଟ ପିଲାଙ୍କ ପାଇଁ ସପ୍ଲିମେଣ୍ଟାରୀ ପରୀକ୍ଷା  ବ୍ୟବସ୍ଥା କରୁଛି ଗଣଶିକ୍ଷା ବିଭାଗ।  

 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.