ଆଜି ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଦେବ ବିଜେଡ଼ି

ଆଜି ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଦେବ ବିଜେଡ଼ି

ବଡ଼ ବ୍ୟବଧାନରେ ବିଜୟ ପାଇଁ ବ୍ଲୁ ପ୍ରିଣ୍ଟ କରିଛି ଶାସକ ଦଳ  । ବିଜେଡି ଜନସମ୍ପର୍କ ପଦଯାତ୍ରା ମାଧ୍ୟମରେ ଲୋକଙ୍କ ପାଖରେ ପହଞ୍ଚି ଜନକଲ୍ୟାଣ ଯୋଜନା ପାଖରେ ପହଞ୍ଚାଉଛି ।

ବଢୁଛି ଧାମନଗର ଉପନିର୍ବାଚନ ତାତି  । ଆଜି ପ୍ରାର୍ଥୀ ଘୋଷଣା କରିବ ବିଜେଡି  । ପ୍ରାର୍ଥୀଙ୍କ ନାମ ଚୂଡ଼ାନ୍ତ ହୋଇସାରିଥିବା ବେଳେ ଆଜି ନାଁ ଘୋଷଣା କରିବେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ବଡ଼ ବ୍ୟବଧାନରେ ବିଜୟ ପାଇଁ ବ୍ଲୁ ପ୍ରିଣ୍ଟ କରିଛି ଶାସକ ଦଳ  । ବିଜେଡି ଜନସମ୍ପର୍କ ପଦଯାତ୍ରା ମାଧ୍ୟମରେ ଲୋକଙ୍କ ପାଖରେ ପହଞ୍ଚି ଜନକଲ୍ୟାଣ ଯୋଜନା ପାଖରେ ପହଞ୍ଚାଉଛି । ସେପଟେ କିଏ କଂଗ୍ରେସର ପ୍ରାର୍ଥୀ ହେବେ, ତାହା ଝୁଲି ରହିଛି । ପିସିସି ୩ ଜଣ ଆଶାୟୀଙ୍କ ନାଁ ଏଆଇସିସିକୁ ପଠାଇଛି । ଏଆଇସିସି ଚୂଡ଼ାନ୍ତ ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ ଓ ଧାମନଗରରେ ଜୋରଦାର ଲଢ଼େଇ ହେବ ବୋଲି କହିଛି କଂଗ୍ରେସ  । ଅନ୍ୟପଟେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ସ୍ଥିତପ୍ରଜ୍ଞ ଘରଘର ବୁଲି ପ୍ରଚାର ଚଳାଇଛନ୍ତି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.