ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ

ଜଳୁଛି ସାରା ଓଡ଼ିଶା ।ରାଜ୍ୟରେ କାଳବୈଶାଖୀ ଦୁର୍ବଳ ହୋଇଥିବା ବେଳେ କାଁଭାଁ ବର୍ଷା ହେଉଥିବାରୁ ରାଜ୍ୟରେ ଅସହ୍ୟ ଖରା ସହ ଗୁଳୁଗୁଳି ମଧ୍ୟ ଅନୁଭୂତ ହେଉଛି ।

ଜଳୁଛି ସାରା ଓଡ଼ିଶା ।ରାଜ୍ୟରେ କାଳବୈଶାଖୀ ଦୁର୍ବଳ ହୋଇଥିବା ବେଳେ କାଁଭାଁ ବର୍ଷା ହେଉଥିବାରୁ ରାଜ୍ୟରେ ଅସହ୍ୟ ଖରା ସହ ଗୁଳୁଗୁଳି ମଧ୍ୟ ଅନୁଭୂତ ହେଉଛି । ସେପଟେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରରୁ ସୂଚନା ଦିଆଯାଇଛି । ସେଗୁଡିକ ହେଲା ନୂଆପଡା, ନବରଙ୍ଗପୁର, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି। 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.