ପଶ୍ଚିମା-ଝଡ଼ ପ୍ରଭାବରେ ରାଜ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା

ପଶ୍ଚିମା-ଝଡ଼ ପ୍ରଭାବରେ ରାଜ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା

ପଶ୍ଚିମା-ଝଡ଼ ପ୍ରଭାବରେ ରାଜ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା। ରାଜ୍ୟରେ ୨ଦିନ ବର୍ଷା ପାଇଁ ୮ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପଶ୍ଚିମା-ଝଡ଼ ପ୍ରଭାବରେ ରାଜ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା। ରାଜ୍ୟରେ ୨ଦିନ ବର୍ଷା ପାଇଁ ୮ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର।  ୯ ତାରିଖ ପାଇଁ  ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଏବଂ ଯାଜପୁରରେ ବର୍ଷା ୱାର୍ନିଙ୍ଗ ଥିବାବେଳେ  ୧୦ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ,  ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱରକୁ ଚେତାବନୀ ଦିଆଯାଇଛି।ଖୋର୍ଧା ସମେତ ଉତ୍ତର ଉପକୂଳ ଓଡ଼ିଶାରେ ପଶ୍ଚିମା‌ ଝଡ଼ ପ୍ରଭାବ ଯୋଗୁଁ ପାଗ ମେଘୁଆ ସହ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.