ଶପଥ ନେଲେ ସୁପ୍ରିମକୋର୍ଟର ୫ ନୂଆ ବିଚାରପତି

ଶପଥ ନେଲେ ସୁପ୍ରିମକୋର୍ଟର ୫ ନୂଆ ବିଚାରପତି

୫ ନୂଆ ବିଚାରପତି ଶପଥ ନେବା ପରେ ସୁପ୍ରିମକୋର୍ଟରେ ମୋଟ୍‌ ବିଚାରପତିଙ୍କ ସଂଖ୍ୟା ୩୨କୁ ବୃଦ୍ଧି ପାଇଛି।

ଗତ ୨ ଦିନ ତଳେ କେନ୍ଦ୍ର ସରକାର ଉପରୋକ୍ତ ୫ ବିଚାରପତିଙ୍କୁ ସୁପ୍ରିମକୋର୍ଟକୁ ନିଯୁକ୍ତ କରିଥିଲେ।  ନିଯୁକ୍ତ ୫ ନୂଆ ବିଚାରପତି ଆଜି ଶପଥ ଗ୍ରହଣ କରିଛନ୍ତି । ପ୍ରଧାନ ବିଚାରପତି ଡି ୱାଇ ଚନ୍ଦ୍ରଚୂଡ଼ ଜଷ୍ଟିସ ପଙ୍କଜ ମିଥଲ, ଜଷ୍ଟିସ ସଂଜୟ କାରୋଲ, ଜଷ୍ଟିସ ପିଭି ସଂଜୟ କୁମାର, ଜଷ୍ଟିସ ଅହସାନୁଦ୍ଦିନ ଅମାନୁଲ୍ଲା , ଜଷ୍ଟିସ ମନୋଜ ମିଶ୍ରଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ୫ ନୂଆ ବିଚାରପତି ଶପଥ ନେବା ପରେ ସୁପ୍ରିମକୋର୍ଟରେ ମୋଟ୍‌ ବିଚାରପତିଙ୍କ ସଂଖ୍ୟା ୩୨କୁ ବୃଦ୍ଧି ପାଇଛି।  

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.