ଏଣିକି ନବମ, ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମିଳିବ ୟୁନିଫର୍ମ, ସାଇକେଲ ପାଇଁ ୨୬୦୦ ନୁହେଁ ମିଳିବ ୩୫୦୦

ଏଣିକି ନବମ, ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମିଳିବ ୟୁନିଫର୍ମ, ସାଇକେଲ ପାଇଁ ୨୬୦୦ ନୁହେଁ ମିଳିବ ୩୫୦୦

ରାଜ୍ୟ ସରକାର ବଜେଟରେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ବଡ ବ୍ୟବସ୍ଥା କରିଛନ୍ତି । ଆସନ୍ତା ଶିକ୍ଷାବର୍ଷରୁ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ମିଳିବ ୟୁନିଫର୍ମ ଓ ଆନୁସଙ୍ଗିକ ସାମଗ୍ରୀ ।

ରାଜ୍ୟ ସରକାର ବଜେଟରେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ବଡ ବ୍ୟବସ୍ଥା କରିଛନ୍ତି । ଆସନ୍ତା ଶିକ୍ଷାବର୍ଷରୁ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ମିଳିବ ୟୁନିଫର୍ମ ଓ ଆନୁସଙ୍ଗିକ ସାମଗ୍ରୀ । ଏଥିପାଇଁ ସହାୟତା ରାଶି ୬ଶହ ଟଙ୍କା ମିଳୁଥିଲା ବେଳେ ଏବେ ଏକ ହଜାର ଟଙ୍କା ମିଳିବ । ଏଥିସହ ସାଇକେଲ ପାଇଁ ପିଲାଙ୍କୁ ୩୫୦୦ ଟଙ୍କା ମିଳିବ । ପୂର୍ବରୁ ସାଇକେଲ ବାବଦକୁ ୨୬୦୦ ଟଙ୍କା ମିଳୁଥିଲା । 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.