ବର୍ଷା ଅନୁଭବ ପାରିବାରିକ ବିବାଦ ମାମଲାରେ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଅନୁଭବ ମହାନ୍ତି ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ନଭେମ୍ବର ୨ ତାରିଖ ସୁଦ୍ଧା ଶାଶୁ ଘର ଚାବି ଫେରସ୍ତ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଚାବି ଅନୁଭବ କିମ୍ବା ତାଙ୍କ ଓକିଲଙ୍କୁ ପ୍ରଦାନ କରିବାକୁ ଏସ୍ଡିଜେଏମ୍ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଯଦି ଅନୁଭବ ଏହି ଚାବିକୁ ଗ୍ରହଣ ନ କରନ୍ତି ତେବେ ସେହି ଚାବିକୁ ବର୍ଷା କୋର୍ଟରେ ଜମା କରିବାକୁ ଏସ୍ଡିଜେଏମ୍ କୋର୍ଟ ନିର୍ଦ୍ଦେଶରେ ଉଲ୍ଲେଖ କରିଛନ୍ତି।ବର୍ଷା ଅନୁଭବ ପାରିବାରିକ ବିବାଦ ମାମଲାରେ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଅନୁଭବ ମହାନ୍ତି ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ନଭେମ୍ବର ୨ ତାରିଖ ସୁଦ୍ଧା ଶାଶୁ ଘର ଚାବି ଫେରସ୍ତ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଚାବି ଅନୁଭବ କିମ୍ବା ତାଙ୍କ ଓକିଲଙ୍କୁ ପ୍ରଦାନ କରିବାକୁ ଏସ୍ଡିଜେଏମ୍ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଯଦି ଅନୁଭବ ଏହି ଚାବିକୁ ଗ୍ରହଣ ନ କରନ୍ତି ତେବେ ସେହି ଚାବିକୁ ବର୍ଷା କୋର୍ଟରେ ଜମା କରିବାକୁ ଏସ୍ଡିଜେଏମ୍ କୋର୍ଟ ନିର୍ଦ୍ଦେଶରେ ଉଲ୍ଲେଖ କରିଛନ୍ତି। ଅନ୍ୟପଟେ ଅନୁଭବଙ୍କ ପିଟିସନର ଉତ୍ତରରେ ବର୍ଷା କହିଥିଲେ ଘର ଛାଡ଼ିବା ପରେ ଏହାର ସୁରକ୍ଷା ପାଇଁ ସେ ତାଲା ପକାଇ ଚାବି ନିଜ ପାଖରେ ରଖିଥିଲେ । କୋର୍ଟରେ ଏହି ଚାବିକୁ ହସ୍ତାନ୍ତର ମଧ୍ୟ କରିବେ ବୋଲି ବର୍ଷା କହିଛନ୍ତି ।