ଆଜି ତ୍ରିପୁରା, ନାଗାଲାଣ୍ଡ ଓ ମେଘାଳୟର ଭାଗ୍ୟ ପରୀକ୍ଷା

ଆଜି ତ୍ରିପୁରା, ନାଗାଲାଣ୍ଡ ଓ ମେଘାଳୟର ଭାଗ୍ୟ ପରୀକ୍ଷା

ତିନି ରାଜ୍ୟ ମଧ୍ୟରୁ ପ୍ରଥମେ ତ୍ରିପୁରାରେ ଗତ ମାସ ୧୬ ତାରିଖରେ ନିର୍ବାଚନ କରାଯାଇଥିଲା ବେଳେ ଗତ ୨୭ ତାରିଖରେ ନାଗାଲାଣ୍ଡ ଏବଂ ମେଘାଳୟରେ ନିର୍ବାଚନ ଶେଷ ହୋଇଥିଲା।

ନିକଟରେ ଶେଷ ହୋଇଥିବା ଉତ୍ତରପୂର୍ବାଞ୍ଚଳର ୩ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ଆଜି ପ୍ରକାଶ ପାଇବ। ଏ ନେଇ ଆଜି ସକାଳୁ ଭୋଟ୍ ଗଣତି ଆରମ୍ଭ ହୋଇଯାଇଛି। ଏହି ତିନି ରାଜ୍ୟ ମଧ୍ୟରୁ ପ୍ରଥମେ ତ୍ରିପୁରାରେ ଗତ ମାସ ୧୬ ତାରିଖରେ ନିର୍ବାଚନ କରାଯାଇଥିଲା ବେଳେ ଗତ ୨୭ ତାରିଖରେ ନାଗାଲାଣ୍ଡ ଏବଂ ମେଘାଳୟରେ ନିର୍ବାଚନ ଶେଷ ହୋଇଥିଲା। ତେବେ ଏହି ସବୁ ରାଜ୍ୟର ଫଳାଫଳ ଆଜି ପ୍ରକାଶ ପାଇବ। ଏହାକୁ ନେଇ ବିଭିନ୍ନ ରାଜନୀତିକ ଦଳ ମଧ୍ୟରେ ଉତ୍କଣ୍ଠା ଲାଗି ରହିଛି। 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.