ଦ୍ୱିତୀୟ ଥର ବିବାହ କରିବାକୁ ଯାଉଛନ୍ତି ନାଗା ଚୈତନ୍ୟ!
ସାଉଥର ଚର୍ଚ୍ଚିତ ଯୋଡି ସାମନ୍ଥା ଏବଂ ନାଗା ଚୈତନ୍ୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଥିଲେ । ବର୍ତ୍ତମାନ ଦୁହେଁ ପରସ୍ପରଠାରୁ ଅଲଗା ହୋଇଯାଇଛନ୍ତି । ହଠାତ୍ ସେମାନଙ୍କର ଅଲଗା ହେବାର ଖବର ତାଙ୍କର ଫ୍ୟାନ୍ସମାନଙ୍କୁ ଆଶ୍ଚର୍ୟ୍ୟ କରିଦେଇଥିଲା ।