ସନ୍ତାନର ପିତାମାତା ହେଲେ ପ୍ରିୟଙ୍କା ଚୋପ୍ରା ଓ ନିକ୍ ଜୋନାସ୍
‘ସରୋଗେସି’ ଜରିଆରେ ସେ ଓ ତାଙ୍କ ସ୍ବାମୀ ନିକ୍ ଜୋନାସ୍ ଗୋଟିଏ ସନ୍ତାନର ପିତାମାତା ହୋଇଥିବା କଥା ଶୁକ୍ରବାର ରାତିରେ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି।
Loading...
‘ସରୋଗେସି’ ଜରିଆରେ ସେ ଓ ତାଙ୍କ ସ୍ବାମୀ ନିକ୍ ଜୋନାସ୍ ଗୋଟିଏ ସନ୍ତାନର ପିତାମାତା ହୋଇଥିବା କଥା ଶୁକ୍ରବାର ରାତିରେ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି।
ଫେମସ୍ ଟିଭି ସିରିୟଲ ମହାଭାରତର ପିତାମହ ଭୀଷ୍ମଙ୍କ ଠାରୁ ଆରମ୍ଭ କରି ଶ୍ରୀକୃଷ୍ଣଙ୍କ ଛବି ଲୋକଙ୍କ ମନରେ ନିଜ ଛାପ ଛାଡିଦେଇଛି।
ତାମିଲ୍ ସୁପରଷ୍ଟାର ଧନୁଷ ଓ ପତ୍ନୀ ଐଶ୍ବର୍ଯ୍ୟା ରଜନୀକାନ୍ତଙ୍କ ମଧ୍ୟରେ ବିବାହ ବିଚ୍ଛେଦ ଘଟିଛି । ଦୀର୍ଘ ୧୮ ବର୍ଷ ବୈବାହିକ ଜୀବନ ବିତାଇବା ପରେ ଉଭୟ ପରସ୍ପରଠାରୁ ଅଲଗା ରହିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।
ତେଲୁଗୁ ଫିଲ୍ମ ‘ପୁଷ୍ପା’ରେ ନଜର ଆସିଛନ୍ତି ବରଗଡ଼ର ରାମକ୍ରିଷ୍ଣା ଓରଫ ଶତ୍ରୁ ।
ବିଶିଷ୍ଟ ଶିକ୍ଷାବିତ, ଶିକ୍ଷା ସଂସ୍କାରକ, ନବପ୍ରବର୍ତ୍ତକ ଇଂଜିନିୟର ସୋନମ ୱାଙ୍ଗଚୁକ୍ ପୁରୀ ବେଳାଭୂମିରେ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ସହ ବାଲୁକା କଳା ପ୍ରସ୍ତୁତ କରୁଥିବା ଦେଖିବାକୁ ମିଳିଛି।
ଓଡିଆ ସିନେ ଜଗତର ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ଓ ଗୀତିକାର ସରୋଜ ପଟ୍ଟନାୟକଙ୍କ ପରଲୋକ। ୮୨ ବର୍ଷ ବୟସରେ ବାରିପଦାସ୍ଥିତ ତାଙ୍କ ବାସଭନବରେ ତାଙ୍କ ଦେହାନ୍ତ ହୋଇଛି।
ଶ୍ବାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ କୋଭିଡ୍-୧୯ଜନିତ ନିମୋନିଆରେ ଆକ୍ରାନ୍ତ ହୋଇଥିବା ୯୨ ବର୍ଷୀୟ ଲତା ମଙ୍ଗେସ୍କର୍ଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତ କରାଯାଇଥିଲା।
ମିହିର ଦାସଙ୍କ ବିୟୋଗରେ ଶୋକପ୍ରକାଶ କଲେ ପ୍ରଧାନମନ୍ତ୍ରୀ । କହିଲେ, ନିଜ ଅଭିନୟ ମାଧ୍ୟମରେ ଅନେକଙ୍କ ହୃଦୟ ଜିତିଥିଲେ ମିହିର ଦାସ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଜଣାଇଲେ ସମବେଦନା ।