ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ରାଜ୍ୟରେ ପଞ୍ଚାୟତ ନିର୍ବାଚନର ଆଜି ଚତୁର୍ଥ ପର୍ଯ୍ୟାୟ ଭୋଟ୍। ସକାଳ ୭ରୁ ଆରମ୍ଭ ହୋଇଛି ମତଦାନ।
ରାଜ୍ୟରେ ପଞ୍ଚାୟତ ନିର୍ବାଚନର ଆଜି ଚତୁର୍ଥ ପର୍ଯ୍ୟାୟ ଭୋଟ୍। ସକାଳ ୭ରୁ ଆରମ୍ଭ ହୋଇଛି ମତଦାନ। ବିଭିନ୍ନ ବୁଥ୍ରେ ସକାଳୁ ସକାଳୁ ଲମ୍ବା ଧାଡ଼ିରେ ଲୋକେ ଅପେକ୍ଷା କରି ରହିଛନ୍ତି। ଆଜି ୨୭ ଜିଲ୍ଲାର ୬୪ ବ୍ଲକରେ ହେଉଛି ଭୋଟ୍। ଏହି ପର୍ଯ୍ୟାୟରେ ୧୬୩ଟି ଜିଲ୍ଲା ପରିଷଦ ଜୋନ୍, ୧ ହଜାର ୨୫୪ ପଞ୍ଚାୟତରେ ଚାଲିଛି ମତଦାନ ଏଥର ମଇଦାନରେ ଅଛନ୍ତି ୬୬୭ ଜିଲ୍ଲା ପରିଷଦ ପ୍ରାର୍ଥୀ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।