ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ଚିହ୍ନ ଧରି ପ୍ରଚାରକୁ ଓହ୍ଲାଇଲେ ପ୍ରାର୍ଥୀ । ରାତାରାତି ଛକ ବଜାରରେ ଲାଗିଯାଇଛି ଚିହ୍ନ ସହ ପ୍ରାର୍ଥୀଙ୍କ ବ୍ୟାନର ।
ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା । ରାଜ୍ୟର ୮୫୩ଟି ଜିଲ୍ଲା ପରିଷଦ ଜୋନରେ ୩ ହଜାର ୪୧୮ ଜଣ ଲଢ଼େଇ ପାଇଁ ମଇଦାନକୁ ଓହ୍ଲାଇଛନ୍ତି । ଚିହ୍ନ ଧରି ପ୍ରଚାରକୁ ଓହ୍ଲାଇଲେ ପ୍ରାର୍ଥୀ । ରାତାରାତି ଛକ ବଜାରରେ ଲାଗିଯାଇଛି ଚିହ୍ନ ସହ ପ୍ରାର୍ଥୀଙ୍କ ବ୍ୟାନର । ଏମିତିକି ହ୍ଵାଟସଆପ୍ ଓ ଫେସବୁକରେ ମଧ୍ୟ ଚିହ୍ନ ବୁଲୁଛି । ଅନୁଗୁଳ ଜିଲ୍ଲାର ୨୮ଟି ଜିଲ୍ଲାପରିଷଦ ଜୋନରେ ମୋଟ ୧୦୭ ପ୍ରାର୍ଥୀ ଅଛନ୍ତି । ବରଗଡ଼ରେ ୩୪ଟି ଜୋନରେ ୧୧୮ ପ୍ରାର୍ଥୀ ଅଛନ୍ତି । ବଲାଙ୍ଗୀର ଜିଲ୍ଲର ୩୪ଟି ଜୋନରେ ଅଛନ୍ତି ୧୨୦ ପ୍ରାର୍ଥୀ ରହିଲେ । ଗଞ୍ଜାମ ଜିଲ୍ଲାରେ ୬୯ ଜୋନ ପାଇଁ ୨୫୬ ଜିଲ୍ଲା ପରିଷଦ ପ୍ରାର୍ଥୀ ଅଛନ୍ତି ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।