News

ଗୁଣୁପୁରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୨୫ ବଖରା ଘର

ଭୟାବହ ଅଗ୍ନିକାଣ୍ଡ। ଜଳିଗଲା ୨୫ ବଖରା ଘର । ଗୁଣୁପୁର ଚିନ୍ତାଲୁଗୁଡ଼ା ଗାଁରେ ଗତକାଲି ରାତିରେ ଅଗ୍ନିକାଣ୍ଡ ଘଟିଛି । ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଛି । କେବଳ ପିନ୍ଧା ଲୁଗାକୁ ଛାଡିଦେଲେ ୭ଟି ପରିବାର ଲୋକଙ୍କ ସବୁକିଛି ଜଳିପୋଡି ପାଉଁଶ ହୋଇଯାଇଛି। ତେବେ ଏଥିରେ ପ୍ରାୟ ୨ଲକ୍ଷ ଟଙ୍କାର ସମ୍ପତି ନଷ୍ଟ ହୋଇଥିବା ବେଳେ କେହି ମୃତାହତ ହୋଇ ନାହାନ୍ତି ।

fire

ସୂଚନାଅନୁଯାୟୀ,ଗତକାଲି ବିଳମ୍ବିତ ରାତିରେ ଗାଁରେ ହଠାତ୍ ନିଆଁ ଲାଗି ଯାଇଥିଲା।ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ତେବେ ସେତେବେଳକୁ ସବୁ ଜଳିପୋଡ଼ି ପାଉଁଶ ହୋଇଯାଇଥିଲା। କେଉଁ କାରଣରୁ ନିଆଁ ଲାଗିଲା, ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନି।

ପଢନ୍ତୁ; ପରକୀୟା ପ୍ରୀତି ହେଲା କାଳ,ବ୍ୟାଙ୍କ କ୍ୟାସିୟରଙ୍କୁ ପିଟିପିଟି ହତ୍ୟା

Related posts

କୋର୍ଟରେ ଆତ୍ମସମର୍ପଣ କଲେ ଲାଲୁ ପ୍ରସାଦ ଯାଦବ

ENO Beuro

ହତ୍ୟା କରାଗଲା ମହିଳା ଜଣକୁ ୩ ମହଲା ଉପରୁ ଠେଲି

ENO Beuro

କୁଆଖାଇ ପଠାରୁ ଦରପୋଡା ଶବ ମିଳିବା ଘଟଣା : ବୟଫ୍ରେଣ୍ଡ ମାଷ୍ଟର ମାଇଣ୍ଡ !

ENO Beuro

Leave a Comment