ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆଜିଠୁ ହକି ବିଶ୍ୱକପ୍ ମହାସମର । ରାଉରକେଲା ବିର୍ସା ମୁଣ୍ଡା ଷ୍ଟାଡିୟମରୁ ବିଶ୍ୱକପ୍ ଅଭିଯାନ ଆରମ୍ଭ କରିବ ଭାରତ। ସ୍ପେନ ସହ ରହିଛି ପ୍ରଥମ ମୁକାବିଲା।
ଆଜିଠୁ ହକି ବିଶ୍ୱକପ୍ ମହାସମର । ରାଉରକେଲା ବିର୍ସା ମୁଣ୍ଡା ଷ୍ଟାଡିୟମରୁ ବିଶ୍ୱକପ୍ ଅଭିଯାନ ଆରମ୍ଭ କରିବ ଭାରତ। ସ୍ପେନ ସହ ରହିଛି ପ୍ରଥମ ମୁକାବିଲା। ଭାରତ ହକି ବିଶ୍ୱକପ୍ ଚାମ୍ପିଅନ ହେବାର ସୁଯୋଗ ରହିଛି। ଏହା କହିଛନ୍ତି ଅଧିନାୟକ ହରମନପ୍ରିତ ସିଂ। ଆଜି ସଂଧ୍ୟା ୭ଟାରେ ରାଉରକେଲା ବିର୍ସାମୁଣ୍ଡା ଷ୍ଟାଡିୟମରେ ଭାରତ, ସ୍ପେନ୍ ବିପକ୍ଷରେ ଆରମ୍ଭ କରିବ ଅଭିଯାନ। ଉଭୟ ଦେଶ ଭିତରେ ଏପର୍ଯ୍ୟନ୍ତ ଖେଳାଯାଇଛି ୩୧ଟି ମ୍ୟାଚ୍ ।ଯେଉଁଠି ଭାରତ ୧୩ଟି ମ୍ୟାଚ୍ ଜିତିଥିବା ବେଲେ ୧୧ ଟି ମ୍ୟାଚରେ ବାଜି ମାରିଛି ସ୍ପେନ । ୭ଟି ମ୍ୟାଚ୍ ରହିଛି ଅମୀମାଂଶିତ । ଉଭୟ ଦେଶ ଭିତରେ ଶେଷ ମୁକାବିଲା ହୋଇଥିଲା ଗତ ବର୍ଷ ଏଫଆଇଏଚ ହକି ପ୍ରୋ ଲିଗରେ। ୨ଟି ମ୍ୟାଚ ଭିତରୁ ଗୋଟିଏ ସ୍ପେନ ଜିତିଥିଲା। ଦ୍ୱିତୀୟ ମ୍ୟାଚ୍ ନିର୍ଦ୍ଦାରିତ ସମୟରେ ଡ୍ର ରହିଥିଲା। ସୁଟ୍ ଆଉଟ୍ରେ ଜିତିଥିଲା ଭାରତ। ଏବେ ନୂଆ ଷ୍ଟ୍ରାଟେଜି ନେଇ ମଇଦାନକୁ ଓହ୍ଲାଇବା ପାଇଁ ପ୍ରସ୍ତୁତ ରହିଛି ଭାରତୀୟ ଦଳ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।