୩ ମାସ ବଢିଲା ମାଗଣାରେ ଆଧାର ବିବରଣୀ ଅପ୍ଡେଟ୍
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
Loading...
ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତ ଦିଘାରେ ୧୨୧ଟି ମାଛ ୨ କୋଟି ଟଙ୍କାରେ ବିକ୍ରି ହୋଇଛି। ତେବେ ଏହାକୁ କେହି ସାଧାରଣ ଲୋକ କିଣି ନାହାନ୍ତି।
ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତ ଦିଘାରେ ୧୨୧ଟି ମାଛ ୨ କୋଟି ଟଙ୍କାରେ ବିକ୍ରି ହୋଇଛି। ତେବେ ଏହାକୁ କେହି ସାଧାରଣ ଲୋକ କିଣି ନାହାନ୍ତି। ଏହି ମାଛ ଗୁଡ଼ିକୁ କୋଲକାତାର ଏକ ଔଷଧ ତିଆରି କରୁଥିବା କମ୍ପାନୀ କିଣି ନେଇଛି। ଏହି ମାଛର ବିଭିନ୍ନ ଅଂଶକୁ ଔଷଧ ତିଆରିରେ ବ୍ୟବହାର କରାଯାଏ। ଏହି ମାଛର ନାଁ ‘ତେଲିଆ ଭୋଲା’। ଧରାଯାଇଥିବା ୧୨୧ଟି ‘ତେଲିଆ ଭଲା’ ମାଛରୁ ଗୋଟିଏ ଗୋଟିଏର ଓଜନ ୧୮ କେଜି ଥିଲା। ଦିଘା ମତ୍ସ୍ୟଜୀବୀ ଓ ମତ୍ସ୍ୟ ବ୍ୟବସାୟୀ ସଂଘ ପକ୍ଷରୁ ଏହି ମାଛ ଗୁଡ଼ିକୁ ନିଲାମ କରିବା ପାଇଁ ବ୍ୟବସ୍ଥା କରାଯାଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ଦୁଇ ଦିନ ତଳେ କିଛି ମତ୍ସ୍ୟଜୀବୀଙ୍କ ଜାଲରେ ଏହି ମାଛ ଗୁଡ଼ିକ ପଡ଼ିଥିଲେ।
Shakespeare, in the beautiful garden, among the party. Some of the hall: in fact she was ever to.
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
‘ପ୍ରବର୍ତ୍ତନ ନିର୍ଦେଶାଳୟ’ ତରଫରୁ ‘ଇଣ୍ଟର୍ପୋଲ୍’ ଜାରି କରିଥିବା ‘ରେଡ୍ ନୋଟିସ୍’ ଆଧାରରେ ‘ମହାଦେବ ଅନ୍ଲାଇନ୍ ବେଟିଙ୍ଗ୍ ଆପ୍’ର ୨ଜଣ ମୁଖ୍ୟ ମାଲିକଙ୍କ ମଧ୍ୟରେ ଅନ୍ୟତମ ରବି ଉପ୍ପଲଙ୍କୁ ଦୁବାଇରେ ସ୍ଥାନୀୟ ପୁଲିସ ଅଟକ ରଖିଥିବା କଥା ଆଜି ସରକାରୀ ଅଧିକାରୀମାନେ କହିଛନ୍ତି।
ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।