ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ଓଡ଼ିଶାରେ କର୍କଟ ରୋଗ ଚିକିତ୍ସାର ନୂଆ ଅଧ୍ୟାୟ । ଏଣିକି ମାଗଣାରେ ହେବ ବ୍ୟୟବହୁଳ ଟେଷ୍ଟିଂ । ବିନା ଦେୟରେ ରୋଗୀ କରିବେ ପେଟ୍ ସିଟିକ୍ସାନ, ଏମଆରଆଇ ସିଟି ସ୍କାନ ।
ଓଡ଼ିଶାରେ କର୍କଟ ରୋଗ ଚିକିତ୍ସାର ନୂଆ ଅଧ୍ୟାୟ । ଏଣିକି ମାଗଣାରେ ହେବ ବ୍ୟୟବହୁଳ ଟେଷ୍ଟିଂ । ବିନା ଦେୟରେ ରୋଗୀ କରିବେ ପେଟ୍ ସିଟିକ୍ସାନ, ଏମଆରଆଇ ସିଟି ସ୍କାନ । ଆଜିଠୁ ଆଚାର୍ଯ୍ୟ ହରିହର କର୍କଟ ରୋଗ ଓ ଗବେଷଣା ପ୍ରତିଷ୍ଠାନରେ ମିଳିବ ମାଗଣା ଟେଷ୍ଟିଂ ସୁବିଧା । ସେବାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ୨ଶହ ନୂଆ ବେଡ୍ ଓ ୩୦ ବେଡ୍ ବିଶିଷ୍ଟ ଆଇସିୟୁ ଓ୍ବାର୍ଡର ଉଦଘାଟନ କରିବେ ନବୀନ । ନୂତନ ପେଟ୍ ସ୍କାନ,ଏମଆରଆଇ ଓ ରେଡିଏସନ୍ ପାଇଁ ୬୦ କୋଟି ଟଙ୍କା ବ୍ୟୟରେ ବସିଛି ୨ଟି ଲିନାକ ମେସିନ । ଟେଷ୍ଟିଂ ପାଇଁ ଆରମ୍ଭ ହୋଇଛି ପଞ୍ଜିକରଣ । ମେଗା ପ୍ରକଳ୍ପ ପାଇଁ ନିର୍ମାଣ ହୋଇଛି ବହୁତଳ ବିଶିଷ୍ଟ ୬ମହଲା ବିଲ୍ଡିଂ ।
ଏଥିପାଇଁ ଖର୍ଚ୍ଚ ହୋଇଛି ୩୫ କୋଟି ଟଙ୍କା । ପ୍ରଥମ ମହଲାରେ ପେଟ୍ ସିଟି, ଦ୍ବିତୀୟରେ ସିଟି ସ୍କାନ ଏବଂ ଏମଆରଆଇ ସୁବିଧା ରହିଛି । ତୃତୀୟରେ ଆଇସିୟୁ ଓ୍ବାର୍ଡ ରହିଥିବାବେଳେ ଅନ୍ୟ ମହଲାରେ ରହିଛି ୨ଶହ ବେଡ୍ । ରାଜ୍ୟ ସରକାରଙ୍କ ଏପରି ଉଦ୍ୟମକୁ ପ୍ରଶଂସା କରିଛନ୍ତି ରୋଗୀ ଓ ସମ୍ପର୍କୀୟ ।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।