ଆଜି ଓଡିଶା ଦିବସ ପାଳୁଛି ଓଡିଶା, ବାଲୁକା ଚିତ୍ରକଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ
୧୯୩୬ ମସିହା ଏପ୍ରିଲ ମାସ ୧ ତାରିଖରେ ଓଡ଼ିଶାକୁ ମିଳିଥିଲା ଦେଶର ପ୍ରଥମ ଭାଷାଭିତିକ ରାଜ୍ୟ ମାନ୍ୟତା ।ଯାହା ବୟାନ କରେ ଓଡ଼ିଶା ରାଜ୍ୟ ଗଠନର ଗୌରବମୟ ଇତିହାସ ।
Loading...
ସତୀଚଉରା ଶ୍ମଶାନଠାରେ ସମ୍ପନ୍ନ ହେଲା ବିଶିଷ୍ଟ ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କ ଶେଷକୃତ୍ୟ। ରାଜ୍ୟ ସରକାରଙ୍କ ପକ୍ଷରୁ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି।
ସତୀଚଉରା ଶ୍ମଶାନଠାରେ ସମ୍ପନ୍ନ ହେଲା ବିଶିଷ୍ଟ ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କ ଶେଷକୃତ୍ୟ। ରାଜ୍ୟ ସରକାରଙ୍କ ପକ୍ଷରୁ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟିନୀ, ଡିସିପି ପ୍ରତିକ ସିଂହ, ଚୌଦ୍ୱାର-କଟକ ପୂର୍ବତନ ବିଧାୟକ ପ୍ରଭାତ ରଂଜନ ବିଶ୍ବାଳଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଉପସ୍ଥିତ ରହିଥିଲେ। ସୂଚନାଯୋଗ୍ୟ, ଗତକାଲି କଟକ ସ୍ଥିତ ବାସଭବନରେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ ଓଡିଆ ସାହିତ୍ୟ ଜଗତର ବିରାଟ ଦ୍ରୁମ ବୀଣାପାଣି । ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା ।
Shakespeare, in the beautiful garden, among the party. Some of the hall: in fact she was ever to.
୧୯୩୬ ମସିହା ଏପ୍ରିଲ ମାସ ୧ ତାରିଖରେ ଓଡ଼ିଶାକୁ ମିଳିଥିଲା ଦେଶର ପ୍ରଥମ ଭାଷାଭିତିକ ରାଜ୍ୟ ମାନ୍ୟତା ।ଯାହା ବୟାନ କରେ ଓଡ଼ିଶା ରାଜ୍ୟ ଗଠନର ଗୌରବମୟ ଇତିହାସ ।
ସକାଳୁ ସକାଳୁ ରାଜ୍ୟରେ ବର୍ଷାର ପ୍ରକୋପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସହ ପବନ ଓ ଘଡଘଡିରେ ଦୈନଦିନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।
ଗତକାଲି ବଢ଼େଇବାଙ୍କ ଛକରେ ଅଟକି ରହିଥିବା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ ଆଜି ସନ୍ଧ୍ୟାରେ ରାମେଶ୍ୱର ମନ୍ଦିରରେ ପହଞ୍ଚିଛି। ବାଟରେ ରଥ ଦୁଇ ଦୁଇ ଥର ଦବିଥିବା ବେଳେ ଗୋଟିଏ ଚକରୁ ପଳଖା ଛାଡ଼ି ଯାଇଛି।