ଅଯୋଧ୍ୟାରେ ପହଞ୍ଚିଲା ପ୍ରଭୁ ରାମ ଓ ଦେବୀ ଜାନକୀଙ୍କ ପ୍ରତିମା ପ୍ରସ୍ତୁତି ପାଇଁ ଶାଳଗ୍ରାମ ଶିଳାଖଣ୍ଡ
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
Loading...
କୋଣାର୍କରେ ହେବ ଜି-୨୦ ବୈଠକ । ଆସନ୍ତା ଡିସେମ୍ବର ୧ ତାରିଖରୁ ୩୦ ନଭେମ୍ବର ୨୦୨୩ ବର୍ଷେ ଯାଏଁ ଭାରତ ଜି-୨୦ ଅଧ୍ୟକ୍ଷ ରହିବ । ଏହି ଅବଧିରେ ୨୧୫ଟି ବୈଠକ ଭାରତରେ ଆୟୋଜିତ ହେବ ।
କୋଣାର୍କରେ ହେବ ଜି-୨୦ ବୈଠକ । ଆସନ୍ତା ଡିସେମ୍ବର ୧ ତାରିଖରୁ ୩୦ ନଭେମ୍ବର ୨୦୨୩ ବର୍ଷେ ଯାଏଁ ଭାରତ ଜି-୨୦ ଅଧ୍ୟକ୍ଷ ରହିବ । ଏହି ଅବଧିରେ ୨୧୫ଟି ବୈଠକ ଭାରତରେ ଆୟୋଜିତ ହେବ । ବିଭିନ୍ନ ରାଜ୍ୟର ରାଜଧାନୀ, ମହାନଗର, ବଡ଼ ଓ ଛୋଟ ସହର ଓ ପ୍ରସିଦ୍ଧ ଐତିହାସିକ ସ୍ଥଳ ସହ ମୋଟ ୫୫ଟି ସ୍ଥାନ ଏଥିପାଇଁ ଚିହ୍ନଟ ହୋଇଛି ।
ଜି-୨୦ ବୈଠକର ୨୧୫ଟି ବୈଠକ ମଧ୍ୟରୁ ୫ଟି ବୈଠକ ଭାରତର ସଂସ୍କୃତି ବିଷୟବସ୍ତୁ ଉପରେ ଆଧାରିତ ହେବ। ଯାହା ଦ୍ବାରା ଭାରତର ଐତିହ୍ୟକୁ ବିଶ୍ବ ସମ୍ମୁଖରେ ଉପସ୍ଥାପନ କରାଯାଇପାରିବ।କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରାଳୟ ସୂତ୍ରରୁ ଜଣାପଡ଼ିଛି, ୟୁନେସ୍କୋ ବିଶ୍ବ ଐତିହ୍ୟ ତାଲିକାରେ ସ୍ଥାନ ପାଇଥିବା ୪ଟି କୀର୍ତ୍ତିରାଜି ନିକଟର ୫ଟି ବୈଠକ ଆୟୋଜିତ ହେବ। ଏହି ସବୁ ଐତିହ୍ୟ ସ୍ଥଳଗୁଡ଼ିକ ହେଲା କୋଣାର୍କ ସୂର୍ଯ୍ୟ ମନ୍ଦିର, କର୍ଣ୍ଣାଟକର ହାମ୍ପି , ଆଗ୍ରାର ତାଜମହଲ ଓ ମଧ୍ୟପ୍ରଦେଶର ଖଜୁରାହୋ ।୫ଟି ବୈଠକ ମଧ୍ୟରୁ ତାଜମହଲ ନିକଟରେ ଦୁଇଟି ଓ ଅନ୍ୟ ଐତିହ୍ୟ ସ୍ଥଳମାନଙ୍କରେ ଗୋଟିଏ ଲେଖାଏଁ ବୈଠକ ହେବ। ଏହି ସବୁ ବୈଠକ ସମ୍ମିଳନୀ ପ୍ରକୋଷ୍ଠ କିମ୍ବା କୌଣସି ପ୍ରତିଷ୍ଠାନରେ ଆୟୋଜନ କରାଯିବା ସମ୍ଭାବନା ରହିଛି। ଜି-୨୦ ପ୍ରତିନିଧି ଓ ଅଧିକାରୀଙ୍କ ପାଇଁ ୨୫୦ଟି ସାଂସ୍କୃତିକ କାର୍ୟ୍ୟକ୍ରମର ଆୟୋଜନ କରାଯିବ । ଏଥିପାଇଁ କେନ୍ଦ୍ର ସଂସ୍କୃତି ମନ୍ତ୍ରାଳୟ ଚୂଡାନ୍ତ ରୂପରେଖ ପ୍ରସ୍ତୁତି କରୁଛି । ଏଥି ପାଇଁ କେନ୍ଦ୍ର ସଂସ୍କୃତି ମନ୍ତ୍ରାଳୟ ଚୂଡ଼ାନ୍ତ ରୂପରେଖ ପ୍ରସ୍ତୁତି କରୁଛି। ଏଥିରେ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର କଳା ଓ ସଂସ୍କୃତିକୁ ସାମିଲ କରାଯିବ। ମୁଖ୍ୟ ବୈଠକ ଦିଲ୍ଲୀର ପ୍ରଗତି ମୈଦାନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ।
Shakespeare, in the beautiful garden, among the party. Some of the hall: in fact she was ever to.
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ଯାହା ମାର୍ଚ୍ଚ ୧ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ ।
ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ବଜେଟ୍ ୨୦୨୩କୁ ନେଇ ନରେନ୍ଦ୍ର ମୋଦୀ ସରକାର ଉପରେ ଆକ୍ରମଣ କରିଛନ୍ତି। ଆଗାମୀ ଲୋକସଭା ନିର୍ବାଚନ ସହିତ ବଜେଟ୍ ୨୦୨୩କୁ ଯୋଡି ମମତା ସରକାରଙ୍କୁ ଟାର୍ଗେଟ କରିଛନ୍ତି।