ତାମିଲନାଡୁର ୯ ଜଣ ISRO ବୈଜ୍ଞାନିକଙ୍କୁ ୨୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କଲେ ତାମିଲନାଡୁ ସରକାର
ଭାରତର ବହୁପ୍ରତୀକ୍ଷିତ ଚନ୍ଦ୍ର ଅଭିଯାନ ‘ଚନ୍ଦ୍ରାଯାନ-3’ ର ଐତିହାସିକ ସଫଳତା ସହ ଭାରତ ଏବେ ମହାକାଶ ଗବେଷଣା କ୍ଷେତ୍ରରେ ବିଶ୍ବରେ ଅଗ୍ରଣୀ ରାଷ୍ଟ୍ର ।
Loading...
ଉତ୍ତର ପ୍ରଦେଶରେ ଗ୍ୟାଙ୍ଗଷ୍ଟର ଅତିକ ଅହମ୍ମଦକୁ ହତ୍ୟା କରାଯାଇଛି। ଅତିକ ଅହମ୍ମଦ ଓ ତା’ର ଭାଇ ଅଶ୍ରଫ୍ ଅହମ୍ମଦକୁ ଗୁଳି କରି ହତ୍ୟା କରାଯାଇଛି। ପ୍ରୟାଗରାଜର ଏକ ମେଡିକାଲକୁ ନିଆଯାଉଥିବା ବେଳେ ଉଭୟ ଗୁଳିମାଡ଼ର ଶିକାର ହୋଇଛନ୍ତି।
ଉତ୍ତର ପ୍ରଦେଶରେ ଗ୍ୟାଙ୍ଗଷ୍ଟର ଅତିକ ଅହମ୍ମଦକୁ ହତ୍ୟା କରାଯାଇଛି। ଅତିକ ଅହମ୍ମଦ ଓ ତା’ର ଭାଇ ଅଶ୍ରଫ୍ ଅହମ୍ମଦକୁ ଗୁଳି କରି ହତ୍ୟା କରାଯାଇଛି। ପ୍ରୟାଗରାଜର ଏକ ମେଡିକାଲକୁ ନିଆଯାଉଥିବା ବେଳେ ଉଭୟ ଗୁଳିମାଡ଼ର ଶିକାର ହୋଇଛନ୍ତି। ଅତିକ ଓ ଅଶ୍ରଫ୍ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବା ବେଳେ ଏହି ଗୁଳିମାଡ଼ ହୋଇଥିଲା। ମାତ୍ର ୧୦ ସେକେଣ୍ଡ ଭିତରେ ଏହି ଘଟଣା ଘଟିଥିଲା। ପଏଣ୍ଟ ବ୍ଲାଙ୍କ୍ରେ ଉଭୟଙ୍କୁ ଗୁଳିମାଡ଼ ହୋଇଛି। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବା ବେଳେ ଗୁଳିମାଡ଼ ହୋଇଥିବା ଦେଖିବାକୁ ମିଳିଛି। ଦୁଇ ଭାଇଙ୍କୁ ଏକାଧିକ ରାଉଣ୍ଡର ଗୁଳିମାଡ଼ ହୋଇଛି।
ଗତକାଲି ରାତିରେ ଉଭୟଙ୍କୁ କବର ଦିଆଯାଇଥିବା ବେଳେ ଆଜି ସେମାନଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ସାମନାକୁ ଆସିଛି।ବ୍ୟବଚ୍ଛେଦ ରିପୋର୍ଟ ଅନୁଯାୟୀ, ଅତିକ ଅହମଦ ଶରୀରରେ ୯ଟି ଗୁଳି ଓ ଅଶରଫ ଶରୀରରୁ ମିଳିଛି ୫ଟି ଗୁଳି ଚିହ୍ନ । ଉଭୟଙ୍କ ଶରୀରରୁ ସମୁଦାୟ ୧୪ଟି ଗୁଳି ଚିହ୍ନ ମିଳିଥିବା ଡାକ୍ତର ସୂଚନା ଦେଇଛନ୍ତି । ଉଭୟଙ୍କ ଶବ ବ୍ୟବଚ୍ଛେଦ ନିମନ୍ତେ ଡାକ୍ତରଙ୍କ ଏକ ପ୍ୟାନେଲ ଗଠିତ ହୋଇଥିବା ବେଳେ ଏହାର ଭିଡିଓଗ୍ରାଫି ବି ହୋଇଥିଲା।
Shakespeare, in the beautiful garden, among the party. Some of the hall: in fact she was ever to.
ଭାରତର ବହୁପ୍ରତୀକ୍ଷିତ ଚନ୍ଦ୍ର ଅଭିଯାନ ‘ଚନ୍ଦ୍ରାଯାନ-3’ ର ଐତିହାସିକ ସଫଳତା ସହ ଭାରତ ଏବେ ମହାକାଶ ଗବେଷଣା କ୍ଷେତ୍ରରେ ବିଶ୍ବରେ ଅଗ୍ରଣୀ ରାଷ୍ଟ୍ର ।
ଭୁବନେଶ୍ୱର ଲୋକସେବା ଭବନରେ ନିଆଁ ଲାଗିଛି । ଲୋକସେବା ଭବନର ରାଜସ୍ୱ ବିଭାଗ କୋଠାରେ ନିଆଁ ଲାଗିଥିବାର ସୂଚନା ମିଳିଛି ।
ପାର୍କିଂ ବ୍ୟବସ୍ଥାକୁ ନେଇ ତିନିଦିନ ଧରି ବନ୍ଦ ରହିଥିବା ୟୁନିଟ୍-୧ ହାଟ ମଙ୍ଗଳବାର ଖୋଲିବାକୁ ଯାଉଛି। ଆଜି ଏଠାରେ ଥିବା ୯ଟି ସଂଘର କର୍ମକର୍ତ୍ତା ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ସହ ରାତିରେ ଆଲୋଚନା କରିବା ପରେ ବିଧାୟକ ହସ୍ତକ୍ଷେପ କରିଛନ୍ତି।