Loading...

ଗତି ଶକ୍ତି ମିଶନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

ଗତି ଶକ୍ତି ମିଶନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

କରୋନା ମହାମାରୀରେ ପ୍ରଭାବିତ ହୋଇଥିବା ଦେଶର ଅର୍ଥନୀତିକୁ ସଜାଡିବାକୁ କେନ୍ଦ୍ର ସରକାରଙ୍କ ପ୍ରୟାସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତି ଶକ୍ତି ଯୋଜନାର ଶୁଭାରମ୍ଭ କରିଛନ୍ତି ।

କରୋନା ମହାମାରୀରେ ପ୍ରଭାବିତ ହୋଇଥିବା ଦେଶର ଅର୍ଥନୀତିକୁ ସଜାଡିବାକୁ କେନ୍ଦ୍ର ସରକାରଙ୍କ ପ୍ରୟାସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତି ଶକ୍ତି ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହା ଏକ ମଲ୍ଟି ମୋଡାଲ ମାଷ୍ଟର ପ୍ଲାନ ଯୋଜନା ଏଥିରେ ଭିତ୍ତିଭୂମି ନିର୍ମାଣ ପାଇଁ ସରକାରଙ୍କ ବିଭିନ୍ନ ବିଭାଗକୁ ନେଇ ଏକ ସାମଗ୍ରିକ ଯୋଜନାର ରୂପରେଖ ପ୍ରସ୍ତୁତ କରାଯିବ । ଏହା ଅଧୀନରେ ଦେଶର ବିଭିନ୍ନ ସରକାରୀ ବିଭାଗର ମିଶ୍ରଣରେ ଏକ ନେଟୱର୍କିଂ ପ୍ଲାନିଂ ଗ୍ରୁପ ପ୍ରସ୍ତୁତ କରାଯିବ ।

 

ଏହି ଯୋଜନା ଦେଶର ମାଷ୍ଟରପ୍ଲାନ ଏବଂ ଭିତ୍ତିଭୂମିର ବିକାଶ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ଆଶା କରାଯାଉଛି । ୧୦୦ ଲକ୍ଷ କୋଟି ଟଙ୍କାର ଏହି ଯୋଜନା ଦେଶରେ ନିଯୁକ୍ତି ସୁଯୋଗରେ ଉନ୍ନତି ଆଣିବାରେ ମଧ୍ୟ ସହାୟକ ହୋଇପାରିବ । ୭୫ତମ ସ୍ୱାଧୀନତା ଦିବସରେ ପ୍ରଧାନମନ୍ତ୍ରୀ ମୋଦି ଗତି ଶକ୍ତି ଯୋଜନାର ଘୋଷଣା କରିଥିଲେ ।

ପଢନ୍ତୁ: 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.