Loading...

ପୁଣି ରାଜ୍ୟରେ ବଢ଼ିଲା ବସ୍ ଭଡ଼ା

ପୁଣି ରାଜ୍ୟରେ ବଢ଼ିଲା ବସ୍ ଭଡ଼ା

ତେଲ ଦର ହୁ ହୁ ହୋଇ ବଢି ଚାଲିଛି । ଯାହାର ପ୍ରଭାବ ସବୁ କ୍ଷେତ୍ରରେ ପଡିଛି । ବସ୍ ଉପରେ ବି ଏହାର ପ୍ରଭାବ ଦେଖିବାକୁ ମିଳିଛି । ଏମିତି ସ୍ଥିତିରେ ସରକାରୀ ବସ୍ ଭଡ଼ା ବଡାଇଛନ୍ତି ରାଜ୍ୟ ସରକାର । 

ତେଲ ଦର ହୁ ହୁ ହୋଇ ବଢି ଚାଲିଛି । ଯାହାର ପ୍ରଭାବ ସବୁ କ୍ଷେତ୍ରରେ ପଡିଛି । ବସ୍ ଉପରେ ବି ଏହାର ପ୍ରଭାବ ଦେଖିବାକୁ ମିଳିଛି । ଏମିତି ସ୍ଥିତିରେ ସରକାରୀ ବସ୍ ଭଡ଼ା ବଡାଇଛନ୍ତି ରାଜ୍ୟ ସରକାର ।  ଆଜିଠାରୁ ଏହି ନୂଆ ଭଡ଼ା ଲାଗୁ କରାଯିବ . ଅର୍ଡିନାରୀ ବସ୍ ଭଡା କିଲୋମିଟର ପିଛା ୨ ପଇସା ବୃଦ୍ଧି କରାଯାଇଛି । ସେହିପରି ଏକ୍ସପ୍ରେସ ବସ୍ କିଲୋମିଟର ପିଛା ୨ ପଇସା ବଢାଯାଇଛି । ଡିଲକ୍ସ ଓ ଏସି ଡିଲକ୍ସ ବସ୍ ଭଡ଼ା କିଲୋମିଟର ପିଛା ୪ ପଇସା ବୃଦ୍ଧି କରାଯାଇଛି ।  ସୁପର ପ୍ରିମିୟମ ବସ ଭଡ଼ା କିଲୋମିଟର ପିଛା ୬ ପଇସା ବୃଦ୍ଧି ପାଇଛି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.