ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ରୁଷ-ୟୁକ୍ରେନ ଯୁଦ୍ଧ, ଜାହାଙ୍ଗୀରପୁରୀ ବିବାଦ ଏବଂ ଲାଉଡସ୍ପିକର ଉପରେ ଚାଲିଥିବା ବିତର୍କକୁ ନେଇ ଯେଉଁଭଳି ଭାବେ ଖବର ପ୍ରକାଶିତ ବା ପ୍ରସାରଣ କରାଯାଉଛି, ଏହାକୁ ନେଇ ଆପତ୍ତି ଉଠାଇଛି ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ।
ରୁଷ-ୟୁକ୍ରେନ ଯୁଦ୍ଧ, ଜାହାଙ୍ଗୀରପୁରୀ ବିବାଦ ଏବଂ ଲାଉଡସ୍ପିକର ଉପରେ ଚାଲିଥିବା ବିତର୍କକୁ ନେଇ ଯେଉଁଭଳି ଭାବେ ଖବର ପ୍ରକାଶିତ ବା ପ୍ରସାରଣ କରାଯାଉଛି, ଏହାକୁ ନେଇ ଆପତ୍ତି ଉଠାଇଛି ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ। ବିଭିନ୍ନ ନିଉଜ୍ ଚ୍ୟାନେଲରେ ଏହି ସବୁ ପ୍ରସଙ୍ଗକୁ ନେଇ ପ୍ରସାରିତ ହେଉଥିବା ଖବର ଉପରେ ଲଗାମ ଲଗାଇବା ପାଇଁ ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ଆଡଭାଇଜରୀ ଜାରି କରିଛି। ଗାଇଡଲାଇନରେ ଉତ୍ତେଜକ ତଥା ସାମାଜିକ ବିରୋଧୀ ହେଡଲାଇନରୁ ଦୂରେଇ ରହିବାକୁ କୁହାଯାଇଛି। କେବୁଲ ଟେଲିଭିଜନ ନେଟୱାର୍କ (ରେଗୁଲେସନ ଆକ୍ଟ) ୧୯୯୫ର ନିର୍ଦ୍ଦେଶାବଳୀକୁ କଡାକଡି ଭାବରେ ପାଳନ କରନ୍ତୁ ବୋଲି କେନ୍ଦ୍ର କହିଛି।ସରକାର ସ୍ପଷ୍ଟ ଭାବେ କହିଛନ୍ତି ଯେ, ଯଦି ଏହି ନିର୍ଦ୍ଦେଶ ପାଳନ ନହୁଏ ତେବେ ଉତ୍ତେଜନା ସୃଷ୍ଟି କଲା ଭଳି ଖବର ପ୍ରସାରିତ କରୁଥିବା ଚ୍ୟାନେଲକୁ ନିଷିଦ୍ଧ କରାଯିବ। ଆଡଭାଇଜରୀରେ ଦର୍ଶାଯାଇଛି ଯେ ଟେଲିଭିଜନ୍ ନେଟୱାର୍କ (ନିୟମାବଳୀ) ଅଧିନିୟମ, ୧୯୯୫ର ଧାରା ୨୦, ଟିଭି ଚ୍ୟାନେଲ ବିରୋଧରେ ଉପଯୁକ୍ତ ପଦକ୍ଷେପ ନେବାକୁ କେନ୍ଦ୍ରକୁ କ୍ଷମତା ପ୍ରଦାନ କରିଥାଏ। ଆଡଭାଇଜରୀରେ ଏହା ଉଲ୍ଲେଖ କରାଯାଇଛି ଯେ ଯଦି କୌଣସି ଟିଭି ଚ୍ୟାନେଲ ନିର୍ଦ୍ଦେଶନାମା ପାଳନ ନକରନ୍ତି, ତା’ହେଲେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ଜାହାଙ୍ଗୀରପୁରୀ ଘଟଣା ଏବଂ ବିଭିନ୍ନ ଘଟଣାକୁ ନେଇ ନିଉଜ୍ ଚ୍ୟାନେଲରେ ହେଉଥିବା ବିତର୍କକୁ ବିରୋଧ କରି ସୂଚନା ଏବଂ ପ୍ରସାରଣ ମନ୍ତ୍ରାଳୟ ଟିଭି ଚ୍ୟାନେଲକୁ ଏହି ଆଡଭାଇଜରୀ ଜାରି କରିଛି। ସୂଚନା ଏବଂ ପ୍ରସାରଣ ମନ୍ତ୍ରାଳୟ ଦୋହରାଇଛି ଯେ ବିଭିନ୍ନ ସମୟରେ ଟିଭି ଚ୍ୟାନେଲଗୁଡିକରେ ଯାଞ୍ଚ ହୋଇନଥିବା ଖବର ଦେଖାଇବା ସହ ବିଭ୍ରାନ୍ତିକର, ସମ୍ବେଦନଶୀଳ ଏବଂ ଗ୍ରହଣୀୟ ନଥିବା ଭାଷା ବ୍ୟବହାର କରିଛି। ରୁଷ-ୟୁକ୍ରେନ ଯୁଦ୍ଧକୁ ନେଇ ସତ୍ୟତା ନଥିବା ଖବର ପ୍ରସାରଣ କରାଯାଇଥିବାରୁ ଏବେ କେନ୍ଦ୍ର ଆଡଭାଇଜରୀ ଜାରି କରିଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।