Loading...

ଏଣିକି ଡିଜିଟାଲ ମିଡିଆ ମାଧ୍ୟମରେ ଅଭିଯାନ ଆରମ୍ଭ କରିବ ଭାରତ ସରକାର

ଏଣିକି ଡିଜିଟାଲ ମିଡିଆ ମାଧ୍ୟମରେ ଅଭିଯାନ ଆରମ୍ଭ କରିବ ଭାରତ ସରକାର

ଭାରତ ସରକାରଙ୍କ ଡିଜିଟାଲ ଇଣ୍ଡିଆ କାର୍ୟ୍ୟକ୍ରମ ଯୋଗୁଁ ଦେଶରେ ଇଣ୍ଟରନେଟ୍‌, ସୋସିଆଲ ଏବଂ ଡିଜିଟାଲ୍ ମିଡିଆ ପ୍ଲାଟଫର୍ମ ସହ ଯୋଡ଼ି ହୋଇଥିବା ଲୋକ ମାନଙ୍କ ସଂଖ୍ୟାରେ ବିପୁଳ ବୃଦ୍ଧି ଘଟିଛି ।

ଭାରତ ସରକାରଙ୍କ ଡିଜିଟାଲ ଇଣ୍ଡିଆ କାର୍ୟ୍ୟକ୍ରମ ଯୋଗୁଁ ଦେଶରେ ଇଣ୍ଟରନେଟ୍‌, ସୋସିଆଲ ଏବଂ ଡିଜିଟାଲ୍ ମିଡିଆ ପ୍ଲାଟଫର୍ମ ସହ ଯୋଡ଼ି ହୋଇଥିବା ଲୋକ ମାନଙ୍କ ସଂଖ୍ୟାରେ ବିପୁଳ ବୃଦ୍ଧି ଘଟିଛି । ଭାରତ ସରକାରଙ୍କ ବିଜ୍ଞାପନ ଶାଖା କେନ୍ଦ୍ରୀୟ ସଂଚାର ବ୍ୟୁରୋ (ସିବିସି) କୁ ସକ୍ଷମ ଏବଂ ସଶକ୍ତ କରିବା ନିମନ୍ତେ ଏକ “ଡିଜିଟାଲ ବିଜ୍ଞାପନ ନୀତି, ୨୦୨୩” କୁ ଅନୁମୋଦନ କରିଛି । 

ଡିଜିଟାଲ ମାଧ୍ୟମରେ ବହୁ ସଂଖ୍ୟକ ଜନତାଙ୍କୁ ଟେକ୍ନୋଲୋଜି ସକ୍ଷମ ମେସେଜିଂ ବିକଳ୍ପ ସହିତ ନାଗରିକ କେନ୍ଦ୍ରିତ ବାର୍ତ୍ତାକୁ ଲକ୍ଷ୍ୟଭିତ୍ତିକ ଉପାୟରେ ଓ ପ୍ରଭାବଶାଳୀ ଭାବରେ ପ୍ରସାରଣ କରିବାରେ ଏହି ନୀତି ସହାୟକ ହେବ, ଯାହାଫଳରେ ଭୌତିକ ଅଭିଯାନରେ ଖର୍ଚ୍ଚର ପରିମାଣ କମ୍ ହୋଇ ପାରିବ । ସାମ୍ପ୍ରତିକ ବର୍ଷ ଗୁଡ଼ିକରେ, ଜନସାଧାରଣ ଯେଉଁ ମାଧ୍ୟମରେ ଗଣମାଧ୍ୟମକୁ ବ୍ୟବହାର କରୁଛନ୍ତି, ସେଥିରେ ଡିଜିଟାଲ କ୍ଷେତ୍ର ପ୍ରତି ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖିବାକୁ ମିଳିଛି । 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.