ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଭାରତ ସରକାର ଚୀନ ସହିତ ଯୋଗାଯୋଗ ରଖୁଥିବା ଲୋନ ଓ ବେଟିଂ ଆପ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଏହି ଆପଗୁଡ଼ିକ ଉପରେ ତନାଘନା କରିଥିଲା।
ଭାରତ ସରକାର ଚୀନ ସହିତ ଯୋଗାଯୋଗ ରଖୁଥିବା ଲୋନ ଓ ବେଟିଂ ଆପ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଏହି ଆପଗୁଡ଼ିକ ଉପରେ ତନାଘନା କରିଥିଲା। ଏଥିରୁ ଜଣାପଡ଼ିଥିଲା କି ଏହି ଆପଗୁଡ଼ିକ ଭାରତୀୟଙ୍କ ଗୋପନୀୟତା ଏବଂ ନିରାପତ୍ତା ପ୍ରତି ବିପଦ ପକାଇ ପାରେ। ତେଣୁ ୧୩୮ଟି ବେଟିଂ ଆପ ଓ ୯୪ଟି ଲୋନ ଦେଉଥିବା ଆପ ଉପରେ ଭାରତ ସରକାର ପ୍ରତିବନ୍ଧକ ଲଗାଇଛନ୍ତି।ପ୍ରତିବନ୍ଧକ ଲଗାଯାଇଥିବା ଆପଗୁଡ଼ିକୁ ନେଇ କୁହାଯାଉଛି କି, ଏହାର ଯୋଗାଯୋଗ ଚୀନ ସହିତ ରହିଥିଲା। ଏହି ଆପଗୁଡ଼ିକ ଉପରେ ଜରୁରୀକାଳୀନ ଭାବେ ପ୍ରତିବନ୍ଧକ ଲଗାଯିବାକୁ ନିର୍ଦେଶ ଦିଆଯାଇଛି। ମୋଟାମୋଟି ଭାବେ ୨୩୨ଟି ଆପ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏହି ଆପକୁ ଆଇଟି ଆକ୍ଟର ସେକସନ ୬୯ ଆଧାରରେ ବ୍ୟାନ କରାଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।