ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଗତବର୍ଷ ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟର ମୁଖ୍ୟ ବିଚାରପତିମାନଙ୍କ ମିଳିତ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନରେ ଉଦ୍ବୋଧନ ଦେବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିବେଦନ କରିଥିଲେ ଯେ, ଜେଲ୍ରେ ପଡ଼ିରହିଥିବା ବିଚାରାଧୀନ କଏଦୀମାନଙ୍କ ମାମଲା ଉପରେ ପ୍ରାଧାନ୍ୟ ଦେଇ ମାନବିକତା ଦୃଷ୍ଟିକୋଣରୁ ଆଇନ ଅନୁସାରେ ସେମାନଙ୍କୁ ମୁକ୍ତ କରାଯାଉ।
ଜାମିନ ପାଇବାରୁ ବଞ୍ଚିତ ହେଉଥିବା ଗରିବ କଏଦୀମାନଙ୍କୁ ସରକାର ଆର୍ଥିକ ସହାୟତା ପ୍ରଦାନ କରିବେ ବୋଲି ଆଜି କେନ୍ଦ୍ର ବଜେଟ୍ ୨୦୨୩-୨୪ ଉପସ୍ଥାପନ କରିବା ବେଳେ ଦେଇଥିବା ଅଭିଭାଷଣରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି। ସେ କହିଛନ୍ତି, ଜରିମାନା ଅଥବା ଜାମିନ ପାଇଁ ଆବଶ୍ୟକ ଅର୍ଥ ଦେବାକୁ ଅସମର୍ଥ ଜେଲ୍ରେ ଥିବା ଗରିବ କଏଦୀମାନଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ।
ଉଲ୍ଲେଖଯୋଗ୍ୟ, ଗତବର୍ଷ ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟର ମୁଖ୍ୟ ବିଚାରପତିମାନଙ୍କ ମିଳିତ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନରେ ଉଦ୍ବୋଧନ ଦେବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିବେଦନ କରିଥିଲେ ଯେ, ଜେଲ୍ରେ ପଡ଼ିରହିଥିବା ବିଚାରାଧୀନ କଏଦୀମାନଙ୍କ ମାମଲା ଉପରେ ପ୍ରାଧାନ୍ୟ ଦେଇ ମାନବିକତା ଦୃଷ୍ଟିକୋଣରୁ ଆଇନ ଅନୁସାରେ ସେମାନଙ୍କୁ ମୁକ୍ତ କରାଯାଉ।
ଆଜି ନିର୍ଦ୍ଧାରିତ ସମୟରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୩-୨୪ ବଜେଟ୍ ଉପସ୍ଥାପନ କରିଛନ୍ତି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ୍ ‘୨୦୨୩-୨୪ କେନ୍ଦ୍ରୀୟ ବଜେଟ୍’କୁ ଅନୁମୋଦନ କରିଥିଲା। ଚଳିତ ବଜେଟରେ ମୋଦୀ ସରକାର ଆୟକର ଛାଡ଼ ସୀମା ବୃଦ୍ଧି ସହ କେତେକ ଲୋକପ୍ରିୟ ପଦକ୍ଷେପ ଗ୍ରହଣ କରିଛନ୍ତି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।