30.1 C
Bhubaneswar
October 22, 2021
EnewsOdia.Com
ଦେଶ ବିଦେଶ ନ୍ୟୁଜ୍

୯୨ ବର୍ଷରେ ପାଦ ଦେଲେ କୋକିଳ କଣ୍ଠି ଲତା ମଙ୍ଗେସକର

ତାଙ୍କ କଣ୍ଠ ହିଁ ତାଙ୍କର ପରିଚୟ । ତାଙ୍କ ଗୀତ ବାଜିଲେ ଆଖି ବନ୍ଦ କରି ବି ଜଣେ କହିଦେବେ ତାଙ୍କ ନାଁ । ସେ ହେଉଛନ୍ତି କୋକିଳ କଣ୍ଠୀ, ସେ ହେଉଛନ୍ତି ସୁର ସମ୍ରାଜ୍ଞୀ, ତାଙ୍କ ସ୍ୱରରେ ବିଜେ କରିଛନ୍ତି ମା ସରସ୍ୱତୀ । ସତରେ ତାଙ୍କ ସ୍ୱରରେ ଏମିତି କିଛି ଯାଦୁ ରହିଛି, ଯେଉଁଥିପାଇଁ ଏବେ ବି ତାଙ୍କ ଗୀତ ଶୁଣିବାକୁ ଲୋକମାନଙ୍କ ମଧ୍ୟରେ ସେହି ଜୋଶ ଦେଖିବାକୁ ମିଳେ ।

ସେ ଆଉ କେହି ନୁହନ୍ତି ସେ ହେଉଛନ୍ତି ଆମ ସମସ୍ତଙ୍କର ପ୍ରିୟ, ଭାରତ ରତ୍ନ ଲତା ମଙ୍ଗେସକର । ହଁ ଆଜ୍ଞା ଆଜି ହେଉଛି ଲତା ମଙ୍ଗେସକରଙ୍କ ଜନ୍ମଦିନ । ଆଜିର ଦିନରେ ୧୯୨୯ ମସିହାରେ ଜନ୍ମଗ୍ରହଣ କରିଥିଲେ ଲତା ମଙ୍ଗେସକର ।

 

ପଢନ୍ତୁ: ଡାକ୍ତରଖାନାରୁ ଡିସଚାର୍ଜ ହେଲେ ଓଟିଭି କ୍ୟାମେରା ମ୍ୟାନ୍‌ ପ୍ରଭାତ ସିହ୍ନା

Related posts

ଏକ ବର୍ଷ ଭିତରେ କଟକ, ବଲାଙ୍ଗୀର ହେବ ୧୦୦% ଡିଜିଟାଲ୍

Ratnamani Maharana

ମାଲ୍ୟାଙ୍କ ସମ୍ପତ୍ତି ବିକ୍ରି କରି ଋଣ ସୁଝିବ ବ୍ୟାଙ୍କ

Ratnamani Maharana

ବେଳାମାର୍ଗରେ କୂଳ ଖାଉଛି ସମୁଦ୍ର

Ratnamani Maharana

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More