HOROSCOPES

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

ମେଷ

ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଅନ୍ୟର ପରାମର୍ଶ ଆପଣଙ୍କ ଲାଗି ଲାଭପ୍ରଦ ହେବ। ପାରିବାରିକ ବିବାଦ ସମାଧାନ ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। କାରବାରରେ ଭଲ ପରିଣାମ ମିଳିବ। ଶୁଭରଙ୍ଗ: କ୍ରୀମ୍‌

ବୃଷ 

ଆଜି ଆପଣଙ୍କ ସହିତ ଭଲ ହିଁ ଭଲ ହେବ। ଆପଣଙ୍କର ରଚନାତ୍ମକ କାର୍ଯ୍ୟ ଆପଣଙ୍କୁ ଆଗକୁ ବଢ଼ିବାରେ ସହାୟକ ହେବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ। ବୈବାହିକ ଜୀବନରେ ମଧୁରତା ବୃଦ୍ଧି ହେବ। ଶୁଭରଙ୍ଗ: ଘିଅରଙ୍ଗ

ମିଥୁନ

ଆଜି ଆପଣଙ୍କୁ ଖୁବ୍ ମାନ, ଯଶ ମିଳିବ । ଆଜି ଆପଣ ଯେଉଁ ସ୍ଥିତିରେ ଅଛନ୍ତି , ଏସବୁ କେବଳ ଆପଣଙ୍କ ସ୍ପଷ୍ଟତା ଏବଂ ଭଲ ସଂମ୍ପ୍ରେଷଣ କଳା ଯୋଗୁଁ ସମ୍ଭବ । ଦାଂପତ୍ୟ ଜୀବନ ସୁଖମୟ ରହିବ। ଶୁଭରଙ୍ଗ: ବାଦାମୀ

କର୍କଟ

ଆଜି ପ୍ରତ୍ୟେକ ବିଷୟରେ ନକାରାତ୍ମକ ବିନ୍ଦୁର ଅନୁଭବ ହେବ। ଆଳସ୍ୟର କାରଣରୁ ଫୁର୍ତିର ଅଭାବ ରହିବ। ମନରେ ଗଭୀର ଚିନ୍ତା ରହିବ। ଚାକିରି-ବ୍ୟବସାୟରେ ଅବରୋଧ ହେବ। ଶୁଭରଙ୍ଗ: ଧଳା

ସିଂହ

ଆପଣ କିଛି ଦିନ ହେଲା ଯାଣିପାରୁନାହାନ୍ତି ଯେ ଆପଣଙ୍କର କଣ କରିବା ଉଚ଼ିତ୍ । କିନ୍ତୁ ଆପଣଙ୍କର ଚ଼ିନ୍ତାଧାରାରେ ସ୍ପଷ୍ଟତା ଆସିଯିବ ।ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।  ଶୁଭରଙ୍ଗ: ବାଦାମୀ

କନ୍ୟା

ଆଜି ଆପଣଙ୍କର ତର୍କ ଶକ୍ତି ଅନ୍ୟମାନଙ୍କୁ ପସନ୍ଦ ହେବ। ରାଜନୀତିରେ ବଡ଼ ଓ ପ୍ରତିଷ୍ଠିତ ଲୋକଙ୍କ ସହିତ ମେଳ ମିଳାପ ବଢ଼ିବ। ଶିକ୍ଷା ସମ୍ବନ୍ଧୀୟ ସବୁ ମାମଲା ପୂରା ହୋଇଯିବ। ଶୁଭରଙ୍ଗ: ଧଳା

ତୁଳା

ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ । ସୁଖଦାୟକ ଘଟଣା ଘଟିବ । କାର୍ଯ୍ୟରେ ଯଶ ଏବଂ ସଫଳତା ମିଳିବ । ସ୍ଵାସ୍ଥ୍ୟ ଭଲ ରହିବ । ମାନ-ସମ୍ମାନ ମିଳିବ। ଶୁଭରଙ୍ଗ: ନୀଳ

ବିଛା

ଭ୍ରମଣ ପାଇଁ ଆଜି ଦିନଟି ଶୁଭ । ଆଜିର ଦିନ ଲାଭଦାୟୀ ଅଟେ । ସମ୍ବନ୍ଧିମାନଙ୍କ ଏବଂ ମିତ୍ରମାନଙ୍କ ସହିତ ଆନନ୍ଦଦାୟୀ ଭେଟ ହେବ । ବିବାହୋତ୍ସୁକଙ୍କୁ ଉଚିତ ପାତ୍ର ମିଳିବାରରୁ ଆନନ୍ଦରେ ବୃଦ୍ଧି ହେବ ।  ଶୁଭରଙ୍ଗ: ନୀଳ

ଧନୁ

ଆଜି ଦିନରେ ଆପଣ ଅସୁଖି ଅନୁଭବ କରି ପାରନ୍ତି । ଦେଖିଚାହିଁ କାର୍ଯ୍ୟ କରନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।  ଶୁଭରଙ୍ଗ: ଧଳା

ମକର

ଆଜି ଆପଣ ସୁସ୍ଥ ଓ ସତେଜ ଅନୁଭବ କରିବେ। କାର୍ଯ୍ୟକ୍ଷେତ୍ରରେ ଏଭଳି ଅବସର ପ୍ରାପ୍ତ ହେବ ଯାହା ଦ୍ବାରା ଆମଦାନି ବୃଦ୍ଧି ହେବ। ବୈବାହିକ ଜୀବନ ଖୁସି ଭରା ରହିବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା

କୁମ୍ଭ

ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ପ୍ରସ୍ତୁତ କରିବେ । ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ । ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ ।  ଶୁଭରଙ୍ଗ: ଗୋଲାପୀ

ମୀନ

ଆଜି ଆପଣଙ୍କର ବଡ଼ରୁ ବଡ଼ କାମ ହୋଇଯିବ। ସମାଜରେ ମାନ ସମ୍ମାନ ପାଇବେ। ଅଚାନକ ଧନପ୍ରାପ୍ତି ହେବ। ଆପଣଙ୍କର ନିଜ ପ୍ରେମିକା ସହିତ ସମ୍ବନ୍ଧ ଆହୁରି ମଧୁର ହେବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା

ପଢନ୍ତୁ: ଗର୍ଭବତୀ ମହିଳା ଏହିସବୁ ଦିଗ ପ୍ରତି ଧ୍ୟାନ ଦିଅନ୍ତୁ

Related posts

୧ ନଭେମ୍ବର , ବୁଧୁବାର – ଯାଣନ୍ତୁ କ’ଣ ରହିଛି ଆଜିର ରାଶିଫଳ

ENO Beuro

ଆସନ୍ତୁ ଜାଣିବା କେମିତି କଟିବ ଆଜିର ଦିନ

Ratnamani Moharana

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି

Ratnamani Moharana

Leave a Comment