HOROSCOPES

ଆସନ୍ତୁ ଜାଣିବା କେମିତି କଟିବ ଆଜିର ଦିନ

ମେଷ

ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ଶୁଭ। ଶୁଭରଙ୍ଗ: ଧଳା

ବୃଷ

ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଚାପ ବଢିବ । କେତେକ ଘଟଣାରେ ନିରବ ଦ୍ରଷ୍ଟା ହେବେ । ପରମ ଭାଗ୍ୟଶାଳୀ ହୋଇପାରନ୍ତି । ମିତ୍ର ସୁଖ ମିଳିବ । ଶୁଭରଙ୍ଗ: କ୍ରୀମ୍‌

ମିଥୁନ

ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ଶୁଭରଙ୍ଗ: ସବୁଜ

କର୍କଟ

ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ପ୍ରେମ ପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ। ଶୁଭରଙ୍ଗ: ଧଳା

ସିଂହ

ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ରୋଜଗାର ଆଶାନୁରୂପ ହୋଇପାରେ । କାର୍ଯ୍ୟରେ ସଫଳତା ଲାଭ କରିବେ । ଯଶସ୍ୱୀ ହେବେ ।  ଶୁଭରଙ୍ଗ: ଗୋଲାପୀ

କନ୍ୟା

ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଶୁଭରଙ୍ଗ: ଧଳା

ତୁଳା

ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବୈଦଶିକ ବେପାରୀ ଆଜି ବଡ଼ ଡ଼ିଲ୍‌ କରିବେ। ଆପଣଙ୍କ କଥାକୁ ଅଫିସରେ କତୃପକ୍ଷ ସକାରାତ୍ମକରେ ନେବେ। ଦାଂପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। ଶୁଭରଙ୍ଗ: ନୀଳ

ବିଛା

ବିଭିନ୍ନ ଦିଗରୁ ଲାଭବାନ୍ ହେବେ । ଧନକ୍ଷୟ ହେବାର ସୂଚନା ମିଳୁଛି । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ ।  ଶୁଭରଙ୍ଗ: ଧଳା

ଧନୁ

ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ଧନଲାଭର ଯୋଗ ରହିଛି। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ଶୁଭରଙ୍ଗ: ଧଳା

ମକର

ଆଜି ଆପଣଙ୍କ ପ୍ରତିଭା ବିକଶିତ ହେବ । ଆତ୍ମବିଶ୍ଵାସ ତଥା ତ୍ଵରିତ ନିର୍ଣ୍ଣୟ ନେଇ କରି କାର୍ଯ୍ୟରେ ଆଗକୁ ବଢ଼ି ପାରିବେ। ସମାଜରେ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ।  ଶୁଭରଙ୍ଗ: ଧଳା

କୁମ୍ଭ

ପଡୋଶୀଙ୍କ ପାଇଁ ଚିନ୍ତିତ ହୋଇପାରନ୍ତି । ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ଶୁଭରଙ୍ଗ: ଧଳା

ମୀନ

ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ବାହନ କିଣିବା ଲାଗି ମନ ବଳିବ। ଶୁଭରଙ୍ଗ: ଧଳା

ପଢନ୍ତୁ: ଚାଉଳ ଦାନା ମଧ୍ୟ ବଦଳାଇପାରେ ଆପଣଙ୍କ ଭାଗ୍ୟ: ଜାଣନ୍ତୁ କିପରି

Related posts

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

Ratnamani Moharana

୧୮ ନଭେମ୍ବର, ଶନିବାର – ରାଶିଫଳ

ENO Beuro

ଆସନ୍ତୁ ଜାଣିବା କେମିତି କଟିବ ଆଜିର ଦିନ

Leave a Comment