HOROSCOPES

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି

ମେଷ

ଆଜି ଦିନଟି ଖୁସିରେ କଟିବ । ଦୟାଳୁ ସ୍ୱଭାବର ହୋଇପାରନ୍ତି । କୃଷି କାର୍ଯ୍ୟରେ ନିୟୋଜିତ ରହିବେ । ଯାନବାହନ ସୁଖ ପ୍ରାପ୍ତ ହେବ । ଦାନଶୀଳ ହେବେ ।ବ୍ୟବସାୟ କ୍ଷେତ୍ରରେ ଥିବା ଲୋକଙ୍କୁ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ଶୁଭରଙ୍ଗ: ଧଳା

ବୃଷ

ଆଜି ଆପଣ କିଛି ଖାସ୍‌ କରିବା ଲାଗି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯାଇପାରନ୍ତି। ଶୁଭରଙ୍ଗ: କ୍ରୀମ୍‌

ମିଥୁନ

ନୂଆ ଲକ୍ଷ ନିର୍ଦ୍ଧାରିତ କରି ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ପାଇଁ ପ୍ରଯତ୍ନଶୀଳ ହେବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାନ୍ନିଧ୍ୟ ପ୍ରାପ୍ତ ହେବ । ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ । ବ୍ୟବସାୟିକ ଯାତ୍ରା କରିବା ଦ୍ଵାରା ଧନ ଲାଭ ହେବାର ସମ୍ଭାବନା ଅଛି । ଶୁଭରଙ୍ଗ: ସବୁଜ

କର୍କଟ

ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ । ପୈତୃକ ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହେବ ।  ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ । ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ଶୁଭରଙ୍ଗ: କ୍ରୀମ୍‌

ସିଂହ

ଶ୍ରୀ ଚନ୍ଦ୍ର ଭୋଗ ହେଉଥିବାରୁ ଅର୍ଥ ଉପାର୍ଜନର ପରିମାଣ ଯଥେଷ୍ଟ ହେବ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନ ଲାଭର ସୂଚନା ମିଳୁଛି । ଦୂରଯାତ୍ରା କରନ୍ତୁ ନାହିଁ । ଶୁଭରଙ୍ଗ: ଧଳା

କନ୍ୟା

ଶତ୍ରୁ ଦ୍ୱାରା ଉପକୃତ ହେବେ । ଆୟ ବୃଦ୍ଧିର ସୂଚନା ମିଳୁଛି । ଲୋକପ୍ରିୟତା ବୃଦ୍ଧି ହେବ । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ଅର୍ଥ ଓ ସମ୍ମାନ ମିଳିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । କୋର୍ଟ କଚେରୀ ମାମଲାରୁ ଦୂରେଇ ରହନ୍ତୁ । ଶୁଭରଙ୍ଗ: ଲାଲ

ତୁଳା

ଆପଣଙ୍କ ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ମାନ ମିଳିବ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ: ଧଳା

ବିଛା

ଅଫିସରେ କୌଣସି ନୂଆ କାମର ଦାୟିତ୍ୱ ନେଇପାରନ୍ତି। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଧାର୍ମିକ କାର୍ଯ୍ୟରେ ଅଧିକ ଅର୍ଥ ଖର୍ଚ୍ଚ ହୋଇପାରେ।  କୁଟୁମ୍ବରେ ଆନନ୍ଦ ଦେଖାଦେବ । ବିଦ୍ୟାର୍ଥୀ ସଚେତନ ହେବା ଆବଶ୍ୟକ ।

ଧନୁ

ଶୃଙ୍ଖଳିତ କାର୍ଯ୍ୟକୁ ବିଶୃଙ୍ଖଳିତ କରିପାରନ୍ତି । ଶାରିରୀକ ଦୁର୍ବଳତା ଅନୁଭବ କରିବେ । ସହ ଯୋଗୀ ବ୍ୟବସାୟରେ ଲାଭଜନକ ହେବ । ସତର୍କ ହେବେ ।ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଗୁରୁଜନଙ୍କ ସମ୍ମାନ କରନ୍ତୁ । ଶୁଭରଙ୍ଗ: ଧଳା

ମକର

ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ। ଶୁଭରଙ୍ଗ: ନୀଳ

କୁମ୍ଭ

କର୍ମକ୍ଷେତ୍ରରେ ବିବ୍ରତ ହୋଇପାରନ୍ତି । ସଂଯମୀ ହେବେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଶତ୍ରୁ ନାଶ କରିବେ । ଚଞ୍ଚଳ ପ୍ରକୃତିର କନ୍ୟା ଲାଭ ହେବ । ଜୀବନସାଥୀଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ଧଳା

ମୀନ

ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ । ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ । ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ ।ଶୁଭରଙ୍ଗ: ଫିକା ହଳଦିଆ

ପଢନ୍ତୁ: ଚାଉଳ ଦାନା ମଧ୍ୟ ବଦଳାଇପାରେ ଆପଣଙ୍କ ଭାଗ୍ୟ: ଜାଣନ୍ତୁ କିପରି

 

Related posts

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି

Ratnamani Moharana

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

Ratnamani Moharana

ରାଶି ଅନୁସାରେ ଜାଣନ୍ତୁ କେଉଁ ରାଶିର ବ୍ୟକ୍ତି ଶୀଘ୍ର ପ୍ରେମରେ ପଡିଥାନ୍ତି?

ENO Beuro

Leave a Comment