HOROSCOPES

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି

Haro

ମେଷ

ରାଜନୀତିରେ ଅଧିକ ସମୟ ଚିନ୍ତିତ ରହିବେ। କୌଣସି ବି ପ୍ରକାର ବାଦ ବିବାଦ ଠାରୁ ଦୂରେଇ ରହନ୍ତୁ। ଜରୁରୀ କାମରେ ବନ୍ଧୁଙ୍କ ସାହାଯ୍ୟ ପାଇବେ। ବାହନ ସାବଧାନତାର ସହ ଚଳାନ୍ତୁ। ଶୁଭରଙ୍ଗ: ଧଳା

ବୃଷ

ସମୟ ଆପଣଙ୍କ ଲାଗି ବଢ଼ିଆ ରହିବ। ଭାବିଥିବା ସବୁ କାମ ସହଜରେ ହୋଇଯିବ। ଆର୍ଥିକ ସ୍ଥିତି ମଜଭୁତ ହେବ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ ନୂଆ ଦାୟିତ୍ବ ଅର୍ପଣ କରିବେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: କ୍ରୀମ୍‌

ମିଥୁନ

ଦିନଟି ବଢ଼ିଆ ରହିବ। କୌଣସି ଖାସ୍‌ ବ୍ୟକ୍ତିଙ୍କ ଠାରୁ ପ୍ରେରଣା ମିଳିପାରେ। ଶତ୍ରୁଙ୍କ ଉପରେ ବିଜୟ ଲାଭ କରିବେ। ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ମଜଭୁତ ହେବ। ଛାତ୍ରଛାତ୍ରୀଙ୍କୁ ପରୀକ୍ଷାରେ ସଫଳତା ମିଳିବ। ଶୁଭରଙ୍ଗ: ଧଳା

କର୍କଟ

ପୂରା ଦିନ ଖୋଦ୍‌କୁ ସତେଜ ଅନୁଭବ କରିବେ। ବ୍ୟାବସାୟିକ ଯାତ୍ରା ଫଳପ୍ରଦ ହେବ। ସାମାଜିକ କାର୍ଯ୍ୟରେ ସହଭାଗିତା କରିବେ। ଆପଣଙ୍କ ପରାମର୍ଶ କାହାରି କାମରେ ଆସିବ। ଶୁଭରଙ୍ଗ: କ୍ରୀମ୍‌

ସିଂହ

ଦିନଟି ଆପଣଙ୍କ ଉଦାର ସ୍ବଭାବ ଲାଗି ପ୍ରସନ୍ନତା ନେଇ ଆସିଛି। ପରିବାରର ବଡ଼ଙ୍କ ଠାରୁ ସହଯୋଗ ପାଇବେ। ଯାହା ବି କାମ କରିବେ ସଫଳତା ପାଇବେ। ନୂଆ ଭବନ କିଣିବା ଲାଗି ଯୋଜନା କରିବେ। ଶୁଭରଙ୍ଗ: ଧଳା

କନ୍ୟା

ଲକ୍ଷ୍ୟପ୍ରାପ୍ତ ଦିଗକୁ ଅଗ୍ରସର ହେବେ। କୌଣସି ବିଶେଷ କାର୍ଯ୍ୟ ବନ୍ଧୁଙ୍କ ଦ୍ବାରା ଲାଭ ପାଇବେ। ଅଫିସରେ ଆପଣଙ୍କ କାମର ପ୍ରଶ˚ସା ହେବ। ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ। ଶୁଭରଙ୍ଗ:ମାଜେଣ୍ଡା

ତୁଳା

ଆଜି ଆପଣ ସତ୍ୟର ସାଥ ଦେବେ। ଗୁରୁଜନଙ୍କ ପ୍ରତି ମନରେ ପ୍ରେମଭାବ ବଜାୟ ରହିବ। ଅଫିସରେ ଶାନ୍ତିର ବାତାବରଣ ରହିବ। କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ଦାୟିତ୍ବ ଅର୍ପଣ କରିବେ। ପ୍ରେମ ସମ୍ବନ୍ଧରେ ମଧୁରତା ବୃଦ୍ଧି ହେବ। ଶୁଭରଙ୍ଗ: ନୀଳ

ବିଛା

ବ୍ୟକ୍ତିଗତ ଉନ୍ନତି ପାଇଁ ଭଲ ଦିନଟିଏ। ଦୀର୍ଘ ଦିନରୁ ଲାଗିରହିଥିବା ଚିନ୍ତା ଦୂର ହେବ। ଜୀବନସାଥୀଙ୍କ ସହିତ କୌଣସି ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। ବ୍ୟବସାୟରେ ସଫଳତା ମିଳିବ। ଶୁଭରଙ୍ଗ: ଧଳା

ଧନୁ

ସକାରାତ୍ମକ ଭାବନା ଆପଣଙ୍କ ଲାଗି ଲାଭଦାୟକ ସାବିତ ହେବ। ନୂଆ ଲୋକଙ୍କ ସହିତ ଟିକେ ସତର୍କ ରହନ୍ତୁ। ଅଫିସରେ ସହକର୍ମୀଙ୍କ ସହଯୋଗ ପାଇବା ପାଇଁ ଚେଷ୍ଟା କରିବାକୁ ପଡ଼ିବ। ଶୁଭରଙ୍ଗ: ଧଳା

ମକର

ସକାରାତ୍ମକ ଭାବନା ଆପଣଙ୍କ ଲାଗି ଲାଭଦାୟକ ସାବିତ ହେବ। ନୂଆ ଲୋକଙ୍କ ସହିତ ଟିକେ ସତର୍କ ରହନ୍ତୁ। ଅଫିସରେ ସହକର୍ମୀଙ୍କ ସହଯୋଗ ପାଇବା ପାଇଁ ଚେଷ୍ଟା କରିବାକୁ ପଡ଼ିବ। ଶୁଭରଙ୍ଗ: ଘିଅରଙ୍ଗ

କୁମ୍ଭ

ଜୀବନସାଥୀଙ୍କ ସମର୍ଥନ ଓ ପ୍ରେମ ପାଇବେ। ଉତ୍ସାହର ସହିତ ସବୁ କାମ କରିବେ। କୌଣସି ବଡ଼ କ˚ପାନିରେ ଚାକିରିର ସୁଯୋଗ ଆସିବ। ଛାତ୍ରଙ୍କ ଲାଗି ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ଆକାଶିନୀଳ

ମୀନ

ଦିନଟି ଆପଣଙ୍କ ପାଇଁ ଅନୁକୂଳ। ସ୍ଥିତି ଆପଣଙ୍କ ପକ୍ଷରେ ହେବ। ସମାଜ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ଆମଦାନିର ନୂଆ ସ୍ରୋତ ମିଳିପାରେ। ପ୍ରତିଯୋଗିତା ପରୀକ୍ଷାରେ ସଫଳତା ପ୍ରାପ୍ତ ହେବ। ଶୁଭରଙ୍ଗ: କ୍ରୀମ୍‌

ପଢନ୍ତୁ: ଜାଣନ୍ତୁ କେଉଁ ଦିନ କି ପ୍ରକାର ଜିନିଷ କିଣିବା ହୋଇଥାଏ ଶୁଭ

Related posts

ଆସନ୍ତୁ ଜାଣିବା କେମିତି କଟିବ ଆଜିର ଦିନ

Ratnamani Moharana

ଜାଣନ୍ତୁ ଆଜିର ରାଶିଫଳ

ENO Beuro

୧୦ ନଭେମ୍ବର ଶୁକ୍ରବାର , ରାଶିଫଳ

ENO Beuro

Leave a Comment