HOROSCOPES

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

R

ମେଷ

ଦିନଟି ଆପଣଙ୍କ ଲାଗି ଉନ୍ନତିକାରକ ହେବ। ଅଫିସରେ ନୂଆ ଦାୟିତ୍ବକୁ ଭଲଭାବେ ନିର୍ବାହ କରିବେ। ବେପାରିଙ୍କୁ ବଡ଼ ଲାଭ ହୋଇପାରେ। ପ୍ରିୟ ବନ୍ଧୁଙ୍କ ସହିତ ନାଟକ ଦେଖିବାକୁ ଯିବେ। ଶୁଭରଙ୍ଗ: ମେରୁନ

ବୃଷ

ବ୍ୟବସାୟ ଓ ଚାକିରିରେ ପୁରୁଣା ବିବାଦ ସମାପ୍ତ ହେବ। କୌଣସି କ˚ପାନିରେ ଚାକିରିର ଇମେଲ୍‌ ଆସିପାରେ। ରାଜନୀତିରେ ଆର୍ଥିକ ଲାଭ ହେବ। ଜୀବନସାଥୀଙ୍କ ଠାରୁ ଭଲ ଉପହାର ପାଇବେ। ଶୁଭରଙ୍ଗ: କ୍ରୀମ୍‌

ମିଥୁନ

ଦୁନିଆକୁ ଜିଣି ନେବାର ଉତ୍ସାହ ଆପଣଙ୍କ ଭିତରେ ରହିବ। ମିଠା କଥା କହି ସ୍ଥଗିତ ଥିବା କାମ ସହଜରେ କରିନେବେ। ଅଫିସରେ ଦିନଟି ଭଲରେ କଟିବ। ପିଲାମାନଙ୍କ ସହିତ ସହରକୁ ଜିନିଷପତ୍ର କଣିବାକୁ ଯିବେ। ଶୁଭରଙ୍ଗ: ଧଳା

କର୍କଟ

ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଭାବିଥିବା କାମ ଅତି ଶୀଘ୍ର ପୂରା କରିନେବେ। ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ମଜଭୁତ ହେବ। ସନ୍ଧ୍ୟାରେ ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟିବ। ଶୁଭରଙ୍ଗ: ଧୂସର

ସିଂହ

ଖୁସ୍‌ ମିଜାଜରେ ରହିବେ। କୌଣସି ଅଶାନ୍ତି ଆପଣଙ୍କ ପାଖକୁ ଆସିବ ନାହିଁ। ଭାବିଥିବା କାମ ପୂରା କରିବାରେ ମିତ୍ରଙ୍କ ସହଯୋଗ ପାଇବେ। ସମାଜରେ ଆପଣଙ୍କର ପ୍ରତିଷ୍ଠା ବଜାୟ ରହିବ। ଶୁଭରଙ୍ଗ: ଧଳା

କନ୍ୟା

ଧାର୍ମିକ କାର୍ଯ୍ୟରେ ସହଯୋଗ କରନ୍ତୁ, ବ୍ୟବସାୟରେ ଲାଭ ମିଳିବ। ଅଫିସ କାମରେ ଯାତ୍ରା ସୁଖଦ ରହିବ। ସାଥୀଙ୍କ ପ୍ରତି ସ୍ନେହ ଓ ପ୍ରେମଭାବ ରହିବ। ଘରକୁ ଅତିଥି ଆସିବା ଯିବା ଲାଗି ରହିବ। ଶୁଭରଙ୍ଗ: ସବୁଜ

ତୁଳା

ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଯାହା ବି ଫଇସଲା କରନ୍ତୁ, ଆପଣଙ୍କ ଲାଗି ଲାଭପ୍ରଦ ରହିବ। ରାଜନୀତିରେ ମହତ୍ବାକା˚କ୍ଷା ପୂରା ହେବ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ: ଧଳା

ବିଛା

ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ଯାହା ବି କାମ କରିବେ, ସଫଳତା ହାସଲ କରିବେ। କିଛି ଲୋକ ଆପଣଙ୍କୁ ସାହାଯ୍ୟ ମାଗିପାରନ୍ତି। ଅଫିସ କାମରେ ଦୂରସ୍ଥାନକୁ ଯାତ୍ରାରେ ଯାଇପାରନ୍ତି। ଶୁଭରଙ୍ଗ: ଧଳା

ଧନୁ

ପୂଜାପାଠରେ ସମୟ ବିତିବ। ଦୀର୍ଘ ଦିନରୁ ଯେଉଁ ସୁଯୋଗ ଅପେକ୍ଷାରେ ଥିଲେ, ଆଜି ତାହା ଆପଣଙ୍କୁ ମିଳିବ। ବେପାରିଙ୍କୁ ଅଚାନକ ଧନଲାଭ ହେବ। ପ୍ରେମ ସମ୍ବନ୍ଧରେ ମଧୁରତା ବୃଦ୍ଧି ହେବ। ଶୁଭରଙ୍ଗ: ମ୍ୟାଜଣ୍ତା

ମକର

ଈଷ୍ଟଦେବଙ୍କ ଆରାଧନା କରନ୍ତୁ ସମ୍ଭାବ୍ୟ ସ˚କଟ ଦୂର ହେବ। ଅଫିସରେ ମହତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ଆପଣଙ୍କର କୌଣସି ଇଚ୍ଛା ପୂରା ହେବ। ବେପାର ବୃଦ୍ଧିର ସମ୍ଭାବନା ରହିଛି। ଶୁଭରଙ୍ଗ: କ୍ରୀମ୍‌

କୁମ୍ଭ

ଆପଣଙ୍କ ବିଚାର ସକାରାତ୍ମକ ରହିବ। ନିଜର ଲକ୍ଷ ହାସଲ ଲାଗି ଠୋସ୍‌ ଯୋଜନା କରିବେ। ବ୍ୟବସାୟରେ ଉନ୍ନତି ଓ ଧନଲାଭ ହେବ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ଧଳା

ମୀନ

ପ୍ରତିଟି କ୍ଷେତ୍ରରେ ଭାଗ୍ୟ ଆପଣଙ୍କୁ ସାଥ ଦେବ। ପରିବାରରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ବ୍ୟବସାୟରେ ବଡ଼ ବଡ଼ ଲୋକଙ୍କ ସହିତ ଲାଭକାରୀ ହେବ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ଧୂସର

ପଢନ୍ତୁ: ପାଦ ଛୁଇଁ ପ୍ରଣାମ କରିବା ପୂର୍ବରୁ ଜାଣି ରଖନ୍ତୁ କେତୋଟି କଥା

Related posts

ଜାଣନ୍ତୁ ଆଜିର ଦିନଟି କେମିତି କଟିବ

Ratnamani Moharana

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

Ratnamani Moharana

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

Ratnamani Moharana

Leave a Comment