HOROSCOPES

ଜାଣନ୍ତୁ ଆଜିର ଦିନଟି କେମିତି କଟିବ

R

ମେଷ

ଆର୍ଥିକ ଲାଭ ଓ ଉନ୍ନତିର ଯୋଗ ପ୍ରବଳ ରହିଛି। ଜମି କାରବାରରେ ନିବେଶ ପାଇଁ ବାପାଙ୍କ ସହଯୋଗ ପାଇବେ। ଘରକୁ ଅତିଥି ଆସିବା ହେତୁ ପରିବାରରେ ଖୁସିର ବାତାବରଣ ରହିବ। ଶୁଭରଙ୍ଗ: ମେରୁନ

ବୃଷ

ଆର୍ଥିକ ମାମଲାକୁ ନେଇ ଯାତ୍ରା ସଫଳ ହେବ। ବେପାରିଙ୍କୁ ବଡ଼ ଲାଭ ହୋଇପାରେ। ଅଫିସରେ ସହକର୍ମୀଙ୍କ ସହଯୋଗ ପାଇବେ। କୌଣସି ଭଲ ଖବର ମିଳିବାର ସମ୍ଭାବନା। ପ୍ରେମ ସ˚ପର୍କ ନିବିଡ଼ ହେବ। ଶୁଭରଙ୍ଗ: ଘିଅରଙ୍ଗ

ମିଥୁନ

ଦିନଟି ଆପଣଙ୍କ ଲାଗି ସହଜ ହେବ। ସ୍ଥଗିତ ଥିବା କାମ ପୂରା ହୋଇଯିବ। ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରି ପାରିବେ ନାହିଁ। ସମାଜରେ ମାନ ସମ୍ମାନ ପାଇବେ। ଶୁଭରଙ୍ଗ: ସବୁଜ

ସିଂହ

ଆପଣଙ୍କ ପାଇଁ ଉନ୍ନତିର ପଥ ଖୋଲା ରହିଛି। କାରବାରରେ ସ୍ଥଗିତ ଥିବା କାମ ପୂରା ହେବ। ଚାକିରିରେ କୌଣସି ବିଶେଷ ଦାୟିତ୍ବ ଗ୍ରହଣ କରିବେ। ଦାଂପତ୍ୟ ଜୀବନ ପ୍ରେମପୂର୍ବକ ବିତିବ। ଶୁଭରଙ୍ଗ: ଧଳା

କନ୍ୟା

ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ଭାବିଥିବା କାମ ଅତି ଶୀଘ୍ର ପୂରା କରିନେବେ। କାରବାରରେ ଧନଲାଭ ହେବ। କୌଣସି ଖବର ମିଳିବା ହେତୁ ପରିବାରରେ ଆନନ୍ଦ ଉଲ୍ଲାସ ଦେଖାଦେବ। ଶୁଭରଙ୍ଗ: ଲାଲ

ତୁଳା

ବାପା ମାଆଙ୍କ ସହଯୋଗରେ ପରିସ୍ଥିତି ଅନୁକୂଳ ହେବ। ବଡ଼ ବ୍ୟବସାୟ ସଂସ୍ଥାର ଭାଗୀଦାରି ହୋଇପାରନ୍ତି। ଅଫିସରେ ସହଯୋଗୀଙ୍କ ସହଯୋଗ ପାଇବେ। ଅଚାନକ କୌଣସି ସମାରୋହକୁ ଯାଇପାରନ୍ତି। ଶୁଭରଙ୍ଗ: ନୀଳ

ବିଛା

ଆଜି ଆପଣ ନିଜକୁ ଭଲଭାବେ ପ୍ରସ୍ତୁତ କରିବେ। ଭାବିଥିବା ସବୁ କାମ ପୂରା ହେବ। ସେୟାର କିଣିବା ବା ନୂଆ କାରବାରରେ ଅର୍ଥ ନିବେଶ ପାଇଁ ବିଚାର କରିବେ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ: ଧଳା

ଧନୁ

ଧାର୍ମିକ କାର୍ଯ୍ୟରେ ସମୟ ବିତିବ। ଚିନ୍ତାଶୀଳ ବ୍ୟକ୍ତିଙ୍କ ସହିତ ସ˚ପର୍କ ମଜଭୁତ ହେବ। ଆପଣଙ୍କ ମନରେ ନୂଆ ନୂଆ ଯୋଜନା ଆସିବ। କାରବାରରେ ଉନ୍ନତି ଲାଗି ନୂଆ ଅବସର ମିଳିବ। ଶୁଭରଙ୍ଗ: ଧଳା

ମକର

ପ୍ରଭୁଙ୍କ ଆରାଧନାରେ ମନର ସକାରାତ୍ମକ ଶକ୍ତି ସ˚ଚାର ହେବ। ଯାହା ବି କାମ କରିବେ ସହଜରେ ପୂରା ହେବ। ମିତ୍ରଙ୍କ ସହିତ କିଛି ସମୟ ବିତେଇବେ। ଲେଖକଙ୍କ ବିଚାରର ସମ୍ମାନ ହେବ। ଶୁଭରଙ୍ଗ: କ୍ରୀମ୍‌

କୁମ୍ଭ

କୌଣସି ଲକ୍ଷ୍ୟକୁ ନେଇ ଉତ୍ସାହିତ ରହିବେ। ରାଜନୀତି କ୍ଷେତ୍ରକୁ ଯିବା ପାଇଁ ବିଚାର କରିବେ। ନୂଆ କାମରେ ଧୀରେଧୀରେ ଗତି ଆସିବ। ପ୍ରିୟ ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବେ। ଶୁଭରଙ୍ଗ: ମେରୁନ

ମୀନ

ଆପଣଙ୍କ ଲାଗି ଦିନଟି ଉତ୍ସାହପୂର୍ଣ୍ଣ ରହିବ। ବ୍ୟବସାୟ ଲାଗି ଭଲ ସୁଯୋଗ ପାଇବେ। ଆର୍ଥିକ ସମସ୍ୟାର ସମାଧାନ ହେବ। ସାମାଜିକ କାର୍ଯ୍ୟରେ ରୁଚି ନେଇପାରନ୍ତି। ଦାଂପତ୍ୟ ଜୀବନ ପ୍ରୀତିମୟ ହେବ। ଶୁଭରଙ୍ଗ: ଧଳା

ପଢନ୍ତୁ: ପାଦ ଛୁଇଁ ପ୍ରଣାମ କରିବା ପୂର୍ବରୁ ଜାଣି ରଖନ୍ତୁ କେତୋଟି କଥା

Related posts

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

Ratnamani Moharana

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

Ratnamani Moharana

କେଉଁ ରାଶିର ଲୋକଙ୍କୁ ପ୍ରକୃତ ପ୍ରେମ ମିଳିଥାଏ ଜାଣନ୍ତୁ?

ENO Beuro

Leave a Comment