HOROSCOPES

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

Untitled 1

ମେଷ

ଦିନଟି ଆପଣଙ୍କ ଲାଗି ଅନୂକୂଳ ରହିବ। ଇଚ୍ଛା ପୂରା କରିବାର ପ୍ରୟାସରେ ସଫଳ ହେବେ। ଜୀବନସାଥୀଙ୍କ ବ୍ୟବହାର ପ୍ରେମ ଭରା ରହିବ। ଛାତ୍ରଙ୍କୁ କ୍ୟାରିଅରରେ ବଡ଼ ସଫଳତା ମିଳିବ। ସ୍ବାସ୍ଥ୍ୟ ପ୍ରତି ଟିକେ ସଚେତନ ରହନ୍ତୁ। ଶୁଭରଙ୍ଗ: ଧଳା

ବୃଷ

ଆପଣଙ୍କ ଲାଗି ଦିନଟି ଉତ୍ତମ ରହିବ। ଅଫିସ କାମରେ ରାଜ୍ୟ ବାହାରକୁ ଯାଇପାରନ୍ତି। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ହେବ। ବ୍ୟବସାୟ ବୃଦ୍ଧି ଲାଗି ଆପଣଙ୍କ ମନରେ ଯେଉଁ ବିଚାର ଆସିବ ତାହା ସଫଳ ହେବ। ଶୁଭରଙ୍ଗ: ଲାଲ

ମିଥୁନ

ଆପଣଙ୍କୁ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଭାବିଥିବା କାମ ସ˚ପୂର୍ଣ୍ଣ ହୋଇଯିବ। ନୂଆ ଲୋକଙ୍କ ସହିତ ପରିଚୟ ହେବ। ବ୍ୟବସାୟରେ ଉନ୍ନତି ହେବ। ନୂଆ ଘର ବା ଭୂସ˚ପତ୍ତି କିଣିବା ଲାଗି ଯୋଜନା କରିବେ। ଶୁଭରଙ୍ଗ: ସବୁଜ

କର୍କଟ

ଆପଣ ନିଜକୁ ଊର୍ଜାବାନ ଅନୁଭବ କରିବେ। ଜରୁରୀ କାମ ମିତ୍ରଙ୍କ ସହୟତାରେ ସ˚ପୂର୍ଣ୍ଣ ହୋଇଯିବ। ବ୍ୟବସାୟରେ ପୁରୁଣା ବିବାଦ ସମାପ୍ତ ହୋଇଯିବ। ସନ୍ତାନଙ୍କ ଠାରୁ ସୁଖଦ ସମାଚାର ମିଳିବ। ପ୍ରେମ ପ୍ରସଙ୍ଗରେ ସଫଳତା ନିଶ୍ଚିତ ମିଳିବ। ଶୁଭରଙ୍ଗ: ଧଳା

ସିଂହ

ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ଆପଣଙ୍କ ଉନ୍ନତି ପଥରେ ଲାଗି ରହିଥିବା ବାଧା ଦୂର ହେବ। ଷ୍ଟକ ଓ ମିଚ୍ୟୁଆଲ୍‌ଫଣ୍ତରେ ନିବେଶ ଲାଭଦାୟକ ରହିବ। ଆପଣଙ୍କୁ ଚାକିରି ମିଳିବା ଯୋଗ ରହିଛି। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: କଫି

କନ୍ୟା

ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ବ୍ୟବସାୟରେ ଅଚାନକ ଧନଲାଭ ହୋଇପାରେ। ଅଫିସରେ ଭଲ କାମ ପାଇଁ ପଦୋନ୍ନତି ମିଳିବ। ପରିବାର ସଦସ୍ୟମାନଙ୍କ ସହିତ ପାରସ୍ପରିକ ସାମଞ୍ଜସ୍ୟ ଗଠନ ହେବ। ଶୁଭରଙ୍ଗ: ଧଳା

ତୁଳା

ଆଜି ଆପଣ ଖୁବ୍‌ ମଜା କରିବେ ଓ ଖୁସି ରହିବେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ବଢ଼ିଆ ରହିବ। ବ୍ୟବସାୟରେ ଉଠାଣି-ଗଡ଼ାଣି ଲାଗିରହିବ। ପଇସା ନେଣଦେଣ ସାବଧାନତା ସହ କରନ୍ତୁ। ସ୍ବାସ୍ଥ୍ୟ ପ୍ରତି ଧୢାନ ଦିଅନ୍ତୁ। ଶୁଭରଙ୍ଗ: କ୍ରୀମ୍‌

ବିଛା

ବହୁତ ଭଲ ସୁଯୋଗ ଆପଣଙ୍କୁ ଅପେକ୍ଷା କରିରହିଛି। ରାଜନୀତିରେ ଆର୍ଥିକ ଲାଭ ହେବ। ବ୍ୟବସାୟରେ ସଉଦା କରିବାର ସୁଯୋଗ ଆସିବ। କ୍ରିକେଟ ଖେଳାଳିଙ୍କ ପାଇଁ ଦିନଟି ଶୁଭ। ପ୍ରେମ ସମ୍ବନ୍ଧରେ ମଜଭୁତ ଆସିବ। ଶୁଭରଙ୍ଗ: ଧଳା

ଧନୁ

ଆପଣଙ୍କ ଆତ୍ମବିଶ୍ବାସ ବୃଦ୍ଧି ହେବ। ଲୋକେ ଆପଣଙ୍କୁ ସାହାଯ୍ୟ ସହଯୋଗର ହାତ ବଢ଼ାଇବେ। ବ୍ୟବସାୟରେ ଆଶାଜନକ ଫଳ ପାଇବେ। ବେକାରଙ୍କୁ ରୋଜଗାର ମିଳିବ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ: କ୍ରୀମ

ମକର

ପୂଜାପାଠରେ ଅଧିକ ସମୟ ବିତିବ। କ୍ୟାରିଅରରେ ଉନ୍ନତି ଲାଗି ନୂଆ ପରାମର୍ଶ ମିଳିପାରେ। ବ୍ୟବସାୟରେ ବୃଦ୍ଧି ହେବ। ଅଫିସରେ କୌଣସି ଗୁରୁତ୍ବପୂର୍ଣ୍ଣ ଫଇସଲା ନେବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। ଶୁଭରଙ୍ଗ: ଫିକା ହଳଦିଆ

କୁମ୍ଭ

ଆପଣଙ୍କୁ ନୂଆ ଆହ୍ବାନର ସାମନା କରିବାକୁ ପଡ଼ିପାରେ। ମହତ୍ତ୍ବପୂର୍ଣ୍ଣ ମାମଲାରେ ବନ୍ଧୁଙ୍କ ସହିତ କଥାବାର୍ତ୍ତା କରିବେ। ରାଜନୀତିରେ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରପ୍ତ ହେବ। ଦାଂପତ୍ୟ ଜୀବନରେ ତାଳମେଳ ବଜାୟ ରଖନ୍ତୁ। ଶୁଭରଙ୍ଗ: ମେରୁନ

ମୀନ

ଦିନଟି ଭଲ ରହିବ। ଠିକ୍‌ ଦିଶାରେ କାମ କରି ଅଧିକ ସମସ୍ୟାର ସମାଧାନ କରିନେବେ। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଧୢୟନରେ ଛାତ୍ରଙ୍କ ମନ ଲାଗିବ। ଶୁଭରଙ୍ଗ: ଧଳା

ପଢନ୍ତୁ: ଏପରି କରନ୍ତୁ ବୁନ୍ଦି ଲଡ଼ୁର ବ୍ୟବହାର ମିଳିଥାଏ ଅନେକ ସମସ୍ୟାରୁ ମୁକ୍ତି

Related posts

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

Ratnamani Moharana

୧ ନଭେମ୍ବର , ବୁଧୁବାର – ଯାଣନ୍ତୁ କ’ଣ ରହିଛି ଆଜିର ରାଶିଫଳ

ENO Beuro

ଜୁଲାଇ ୭ ଶନିବାର:ଜାଣନ୍ତୁ ଆଜିର ରାଶିଫଳ

ENO Beuro

Leave a Comment