HOROSCOPES

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

ମେଷ

ଆଜି ଆପଣଙ୍କର ହିଁ ଦିନ ,କାରଣ ସମସ୍ତଙ୍କର ଆଖି ଆଜି ଆପଣଙ୍କର ସଫଳତା ଏବଂ ଯୋଗ୍ୟତା ପାଇଁ ଆପଣଙ୍କୁ ନୂଆ ପରିଚ଼ୟ ମିଳିବ । ଆଜି ଆପଣ ନିଜର ପ୍ରିୟଜନଙ୍କ ସହିତ ସମୟ ବିତାଇବେ ।ଶୁଭରଙ୍ଗ: ଧଳା

ବୃଷ 

ଆଜି ଆପଣ ନୂଆ କିଛି କରିବା ଲାଗି ଭଲ ରହିବ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇବେ। ବ୍ୟବସାୟରେ ଗତିରୋଧ ଦୂର ହେବ। ପରିବାର ଲୋକଙ୍କ ସହିତ ସୁଖଦ ସମୟ ବିତିବ। ଶୁଭରଙ୍ଗ: ଧଳା

ମିଥୁନ

ଆଜି ନୂଆ କାର୍ଯ୍ୟଗୁଡ଼ିକର ଆରମ୍ଭ କରିପାରନ୍ତି। ଧନ ଲାଭର ଯୋଗ ଅଛି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଜଣା ଲୋକଙ୍କଠାରୁ ଦୂରେଇ ରୁହନ୍ତୁ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ସବୁଜ

କର୍କଟ

ଆଜିର ଦିନ ଆପଣ ନିଜର ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟକୁ ଭଲ ରଖିବେ। ଆର୍ଥିକ ଲାଭ ପ୍ରାପ୍ତି କରି ପାରିବେ। କୌଣସି ତୀର୍ଥଯାତ୍ରା କରିପାରନ୍ତି। ବନ୍ଧୁ ଏବଂ ମିତ୍ରମାନଙ୍କର ଆଗମନରେ ମନ ଖୁସି ରହିବ। ଶୁଭରଙ୍ଗ: ଧଳା

ସିଂହ

ଆଜି ଆପଣ ନୂଆ ବିଚାରରେ ପରିପୂର୍ଣ୍ଣ ହୋଇପାରନ୍ତି। ଅଫିସରେ ନିଜ କାମକୁ ମନୋଯୋଗରେ କରିବେ। ଇ‌ଲେକ୍ଟ୍ରୋନିକ୍ସ ସାମଗ୍ରୀ କିଣିବା ଲାଗି ଦିନଟି ଶୁଭ। ଜୀବନସାଥୀଙ୍କ ସହିତ ଫିଲ୍ମ ଦେଖିବାକୁ ଯିବେ। ଶୁଭରଙ୍ଗ: କ୍ରୀମ୍‌

କନ୍ୟା

ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ।ଆଜି ଆପଣଙ୍କ ମନ କୌଣସି ତୀର୍ଥ ଯାତ୍ରାରେ ଯିବାକୁ କହୁଛି । ଆଜି ଆପଣ ଦେବ କାର୍ଯ୍ୟରେ ମନ ନିବେଶ କରିବେ । ପରିବାରରେ ହସ ଖୁସିର ପରିବେଶ ରହିବ। ଶୁଭରଙ୍ଗ: ଧଳା

ତୁଳା

ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରିବେ। ସ୍ଥ୍ୟର ଯତ୍ନ ନିଅନ୍ତୁ । ପୁରୁଣା କଥାକୁ ନେଇ ଚିନ୍ତା ବୃଦ୍ଧି ହେବ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ । ଶୁଭରଙ୍ଗ: ନୀଳ

ବିଛା

ଆପଣଙ୍କର ସ୍ବଭାବ ନେତାଙ୍କ ଭଳି ରହିବ। କଷ୍ଟରେ ଥିବା ବନ୍ଧୁଙ୍କୁ ସହାୟତା କରିବେ। ବିଶେଷ ଯାତ୍ରାରେ ଯାଇପାରନ୍ତି। ଚାକିରିଜୀବୀଙ୍କ ଲାଗି ଭଲ ସୁଯୋଗ ଆସିବ। ପ୍ରେମରେ ସଫଳତା ପାଇବେ। ଶୁଭରଙ୍ଗ: ଧଳା

ଧନୁ

ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ପାରିବାରିକ ସଦସ୍ୟମାନଙ୍କ ସହିତ ଘରେ ସୁଖ- ଶାନ୍ତିରେ ଦିନ କଟିବ। ଚାକିରି କରୁଥିବା ବ୍ୟକ୍ତିଙ୍କୁ ଲାଭ ହେବ। ଶୁଭରଙ୍ଗ: ବାଦାମୀ

ମକର

ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତାର ସ୍ରୋତ ହେବ । ଚାକିରି କିମ୍ବା ବ୍ୟବସାୟରେ ସଫଳତା ପାଇବାପାଇଁ ଉଚ୍ଚ ପଦାଧିକାରିମାନଙ୍କର ପ୍ରୋତ୍ସାହନ ବ୍ୟବହାରରେ ଆପଣ ଅତ୍ୟନ୍ତ ପ୍ରସନ୍ନତା ଅନୁଭବ କରିବେ। ଶୁଭରଙ୍ଗ: କଫି

କୁମ୍ଭ

ଆଜି କିଛି ନୂଆ ଅନୁଭବ ପ୍ରାପ୍ତ ହେବ। ପଇସା ଯେମିତି ଆସିବ ସେମିତି ଖର୍ଚ୍ଚ ହୋଇଯିବ। ବାପାଙ୍କର ସ୍ନେହ ଓ ଆଶୀର୍ବାଦ ପାଇବା ହେତୁ ମନକୁ ଶାନ୍ତି ମିଳିବ। ବାହନ ସାବଧାନତାର ସହ ଚଳାନ୍ତୁ। ଶୁଭରଙ୍ଗ: କ୍ରୀମ୍‌

ମୀନ

ଆଜିର ଦିନ ବହୁତ ଖୁସି କରିବାର ଦିନ ଅଟେ । ବିଦ୍ୟାର୍ଥୀ ଅଧ୍ୟୟନରେ ଉତ୍ତମ ପ୍ରଦର୍ଶନ କରିବେ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ଆପଣ ଧାର୍ମିକ ପରୋପକାର କାର୍ଯ୍ୟ କରି ଧନ୍ୟ ଅନୁଭବ କରିବେ।ଶୁଭରଙ୍ଗ: ଧଳା

ପଢନ୍ତୁ: ଯଦି ଆପଣଙ୍କ ଘରେ ମନକୁ ଅଶ୍ୱସ୍ଥ ଗଛ ଉଠିଛି ତାହେଲେ କରନ୍ତୁ ନାହିଁ ଏହି କାମ

Related posts

ଜାଣନ୍ତୁ ଆଜିର ଦିନଟି କେମିତି କଟିବ

Ratnamani Moharana

ଆସନ୍ତୁ ଜାଣିବା କେମିତି କଟିବ ଆଜିର ଦିନ

Ratnamani Moharana

ରାଶି ଅନୁସାରେ କଣ ଦାନ କଲେ ଅଶୁଭ ହୋଇଥାଏ ଜାଣନ୍ତୁ

ENO Beuro

Leave a Comment