ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ବ୍ଲାକ ମେଲିଂ କେସର ମୁଖ୍ୟ ଅଭିଯୁକ୍ତ ଅର୍ଚ୍ଚନା ନାଗଙ୍କ ସ୍ଵାମୀ ଜଗବନ୍ଧୁଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଛି। ତେବେ ଜଗବନ୍ଧୁଙ୍କ ବିରୋଧରେ ୩ଟି ମାମଲା ରହିଥିବା ବେଳେ ଗୋଟିଏ ମାମଲାରେ ତାଙ୍କୁ ଆଶ୍ୱସ୍ତି ମିଳିଛି ।
ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ବ୍ଲାକ ମେଲିଂ କେସର ମୁଖ୍ୟ ଅଭିଯୁକ୍ତ ଅର୍ଚ୍ଚନା ନାଗଙ୍କ ସ୍ଵାମୀ ଜଗବନ୍ଧୁଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଛି। ତେବେ ଜଗବନ୍ଧୁଙ୍କ ବିରୋଧରେ ୩ଟି ମାମଲା ରହିଥିବା ବେଳେ ଗୋଟିଏ ମାମଲାରେ ତାଙ୍କୁ ଆଶ୍ୱସ୍ତି ମିଳିଛି । ତାଙ୍କ ନାମରେ ନୟାପଲ୍ଲୀ ଥାନାରେ ଓ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ରେ ଏପରି ଦୁଇଟି ମାମଲା ରହିଛି । ଗତ ବର୍ଷ ଅକ୍ଟୋବର ମାସ ୭ ତାରିଖରେ ଅର୍ଚ୍ଚନା ଗିରଫ ହୋଇଥିବା ବେଳେ ୧୭ ତାରିଖରେ ତାଙ୍କର ଜାମିନକୁ ଏସଡିଜେଏମ୍ କୋର୍ଟ ନାମଞ୍ଜୁର କରିଦେଇଥିଲେ । ସେହିପରି ୨୧ ତାରିଖରେ ଭୁବନେଶ୍ୱରର ସତ୍ୟବିହାର ସ୍ଥିତ ବାସଭବନରୁ ପୋଲିସ ଜଗବନ୍ଧୁଙ୍କୁ ଗିରଫ କରିଥିଲା । ଅର୍ଚ୍ଚନାଙ୍କ କଳା ସାମ୍ରାଜ୍ୟ ଗଠନ ପଛରେ ଜଗବନ୍ଧୁ ମାଷ୍ଟରମାଇଣ୍ଡ ରହିଥିଲେ ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।