ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ଆସନ୍ତାକାଲିଠୁ ୩ ଦିନ ପାଇଁ କିଛି ଜିଲ୍ଲାକୁ ହିଟୱେଭ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୫ ତାରିଖ ପାଇଁ ବଲାଙ୍ଗିର, ବୌଦ୍ଧ ଓ ସୋନପୁର ଜିଲ୍ଲାକୁ ଗ୍ରୀଷ୍ମପ୍ରବାହ ନେଇ ସତର୍କ ସୂଚନା ଜାରି ହୋଇଛି ।
ସାରା ରାଜ୍ୟରେ ଅଗ୍ନିବର୍ଷା । ୪୦ ଡିଗ୍ରୀ ଉପରେ ରାଜ୍ୟର ୨୨ଟି ସହର। ୯ଟି ସହରରେ ତାପମାତ୍ରା ୪୧ ଡିଗ୍ରୀ ଉପରେ ରହିଥିଲା। ୪୨. ୧ ସହ ଅନୁଗୁଳ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ଦ୍ୱିତୀୟ ଉତ୍ତପ୍ତ ସହର ଭାବେ ଭୁବନେଶ୍ୱରରେ ୪୧ ଦଶିମକ ୭ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଆସନ୍ତାକାଲିଠୁ ୩ ଦିନ ପାଇଁ କିଛି ଜିଲ୍ଲାକୁ ହିଟୱେଭ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୫ ତାରିଖ ପାଇଁ ବଲାଙ୍ଗିର, ବୌଦ୍ଧ ଓ ସୋନପୁର ଜିଲ୍ଲାକୁ ଗ୍ରୀଷ୍ମପ୍ରବାହ ନେଇ ସତର୍କ ସୂଚନା ଜାରି ହୋଇଛି ।୨୬ ତାରିଖରେ ସୋନପୁର, ବୌଦ୍ଧ, ବଲାଙ୍ଗିର ଓ ମୟୂରଭଞ୍ଜ ଏବଂ ୨୭ରେ ବଲାଙ୍ଗିର, ବୌଦ୍ଧ, ସୋନପୁର ଓ କଳାହାଣ୍ଡିକୁ ଜାରି ହୋଇଛି ହିଟେଓ୍ଵଭ୍ ଓ୍ଵାର୍ଣ୍ଣିଂ । ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୩ରୁ ୫ ଡିଗ୍ରୀ ସେଲସିୟସ ଯାଏ ବଢ଼ିବା ସମ୍ଭାବନା ରହିଛି । ଗତ ୧୦ ବର୍ଷରେ ଏପ୍ରିଲରେ ରାଜଧାନୀରେ ସର୍ବୋଚ୍ଚ ତାପମାତ୍ରା ରେକର୍ଡ କରାଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।