EnewsOdia.Com

‘ମହା’ର ଉଗ୍ରରୂପ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷିବ !

ଦକ୍ଷିଣପୂର୍ବ ଆରବ ସାଗର ସହ ସମାନ୍ତରାଳ ଭାବେ ଲାକ୍ଷାଦ୍ୱୀପ ଉପରେ ସୃଷ୍ଟି ହୋଇଥିବା ବାତ୍ୟା ‘ମହା’ ଏକ୍ସଟ୍ରିମ୍‌ଲି ସିଭିୟର୍ ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା ସାମୁଦ୍ରିକ ବାତ୍ୟା ‘ମହା’ ଗୁଜୁରାଟ ଉପକୂଳଠାରୁ ୫୯୦ କିଲୋମିଟର ଦୂରରେ ରହିଥିବା କହିଛି ଭାରତୀୟ ପାଣିପାଗ ବିଭାଗ। ଆଜି ସନ୍ଧ୍ୟା ସୁଦ୍ଧା ସାମୁଦ୍ରିକ ବାତ୍ୟା ‘ମହା’ ଗୁଜୁରାଟ ଉପକୂଳଠାରୁ ୫୯୦ କିଲୋମିଟର ଦୂରରେ ରହିଥିବା କହିଛି ଭାରତୀୟ ପାଣିପାଗ ବିଭାଗ।

ବାତ୍ୟା ‘ମହା’ର ପ୍ରଭାବରେ ମହାରାଷ୍ଟ୍ର, ଗୋଆ ଓ କର୍ଣ୍ଣାଟକ ସମେତ ଗୁଜୁରାଟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା କହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ସହ ପ୍ରବଳ ବେଗରେ ପବନ ବହିବା ସମ୍ଭାବନା ରହିଥିବା ଦୃଷ୍ଟିରୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

ପଢନ୍ତୁ: ୭୦ ବର୍ଷ ହେବ ନଖାଇ ନପିଇ ବଞ୍ଚିଛନ୍ତି ଏହି ବ୍ୟକ୍ତି

ସମ୍ବନ୍ଧିତ ଖବର

ସାହିତ୍ୟରେ ଓଲ୍‌ଗା ଓ ହ୍ୟାଣ୍ଡ୍‌କେଙ୍କୁ ନୋବେଲ

Ratnamani Maharana

ରାଜଧାନୀରେ ଛାତ୍ରୀଙ୍କୁ ଗୁଳିମାଡ କରି ଦୁର୍ବୃତ୍ତ ଫେରାର

Ratnamani Maharana

ପୁରୀରେ ବାଲୁକଳା ମାଧ୍ୟମରେ କରୋନା ଭାଇରସକୁ ନେଇ ଜନସଚେତନତା

Ratnamani Maharana

ଦୀପାବଳିରେ ଦିଲ୍ଲୀରେ ସୀମା ଟପିଲା ପ୍ରଦୂଷଣ ହାର

Ratnamani Maharana

ଯୁକ୍ତ୨ ପରୀକ୍ଷାକେନ୍ଦ୍ରରେ ସିସିଟିଭି ଲଗାଇବାକୁ ୨୪ ଘଣ୍ଟା ସମୟ ଦେଲେ ବିଭାଗୀୟ କର୍ତ୍ତୃପକ୍ଷ

Ratnamani Maharana

ବର-କନ୍ୟା ପରସ୍ପରକୁ ପିନ୍ଧାଇଲେ ପିଆଜ ହାର

Ratnamani Maharana