• Home
  • News
  • ପାଣିପାଗ ବିଭାଗର ପୂର୍ବାନୁମାନ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତୋଟି ଜିଲ୍ଲାରେ ପ୍ରବଳ ବର୍ଷିବ
News

ପାଣିପାଗ ବିଭାଗର ପୂର୍ବାନୁମାନ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତୋଟି ଜିଲ୍ଲାରେ ପ୍ରବଳ ବର୍ଷିବ

ବର୍ଷାରେ ଭାସିବ ରଥଯାତ୍ରା

ରାଜ୍ୟରେ କେତୋଟି ଜିଲ୍ଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନାଗରି, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର ଓ ବଲାଙ୍ଗୀର ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ବିଭାଗ ସତର୍କ କରିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଝାରଖଣ୍ଡ ଓ ଉତ୍ତର ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁଁ ଆସନ୍ତା ୧୨ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ୧୩ତାରିଖରେ ଓଡ଼ିଶା ଓ ପଶ୍ଚିମବଙ୍ଗ ସଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। କ୍ରମଶଃ ଏହାର ପ୍ରକୋପ ବଢ଼ିବା ସହିତ ୧୪ ତାରିଖ ବେଳକୁ ଉପକୂଳ ଓଡ଼ିଶା ଓ ଏହାର ସଲଗ୍ନ ଅଞ୍ଚଳରେ ବର୍ଷା ହେବା ସହିତ ୧୫ତାରିଖ ପର୍ଯ୍ୟନ୍ତ ଏହା ଲାଗି ରହିବ।

ପାଣିପାଗ ବିଭାଗର ପୂର୍ବାନୁମାନ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତୋଟି ଜିଲ୍ଲାରେ ପ୍ରବଳ ବର୍ଷିବ ପାଣିପାଗ ବିଭାଗର ପୂର୍ବାନୁମାନ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତୋଟି ଜିଲ୍ଲାରେ ପ୍ରବଳ ବର୍ଷିବ rainfall

ପଢନ୍ତୁ; ଜଗନ୍ନାଥଙ୍କ ହୁଣ୍ଡିରୁ ସୁନା ଗାଏବ, ହାଇକୋର୍ଟରେ ରୁଜୁ ହେଲା ମାମଲା

Related posts

ଆଜି ସୁପ୍ରିମକୋର୍ଟରେ ମହାନଦୀ ଜଳବିବାଦର ଶୁଣାଣି

Krishna Kumar Manoj

ଏବେବି ସଙ୍କଟ ଟଳିନି, ଜଗା ବଳିଆଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସିବା ଲାଗି ଅଧିକ ସମୟ ଲାଗିପାରେ

Krishna Kumar Manoj

ସେନାରେ ଯୋଗଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଝିଅ!

Krishna Kumar Manoj

1 comment

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More